ପୋଲାଭରମ୍‌ ପ୍ରକଳ୍ପର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ: ୨୮ରେ ୪ ମୁଖ୍ୟମନ୍ତ୍ରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ପୋଲାଭରମ ପ୍ରକଳ୍ପର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ୨୮ରେ ପୋଲାଭରମ ପ୍ରକଳ୍ପକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବୈଠକରେ ପ୍ରଧାନମନ୍ତ୍ରୀ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ବୈଠକରେ ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ଓଡ଼ିଶା ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।

ଓଡ଼ିଶା, ଛତିଶଗଡ଼ ଏବଂ ତେଲଙ୍ଗାନା ଦ୍ୱାରା ଦାଖଲ କରାଯାଇଥିବା ଆବେଦନଗୁଡ଼ିକ ସୁପ୍ରିମକୋର୍ଟରେ ବିଚାରାଧୀନ ରହିଛି। ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ସିଧାସଳଖ ଆଲୋଚନା କରିବେ। ଓଡ଼ିଶା ବୈଠକରେ କ’ଣ ପକ୍ଷ ରଖିବ ସେ ନେଇ ରାଜ୍ୟ ସରକାର ନିଜକୁ ପ୍ରସ୍ତୁତ କରିଛନ୍ତି । ଦୁଇ ଦିନ ପୂର୍ବରୁ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ସମସ୍ତ ପେପର ଲିକ୍ ଘଟଣାରେ ମାମଲାର ଶୀଘ୍ର ସମାଧାନ ଏବଂ ଦୋଷୀମାନଙ୍କୁ କଠୋର ଦଣ୍ଡ ପ୍ରଦାନ କରିବା ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରାଯିବ। ଆବଶ୍ୟକୀୟ…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri