Posted inଜାତୀୟ

୧୨ କୋଟିର ମର୍ସିଡିଜ୍‌ରେ ଯାତ୍ରା କରିବେ ପ୍ରଧାନମନ୍ତ୍ରୀ …

ନୂଆଦିଲ୍ଲୀ, ୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ପ୍ରଧାନମନ୍ତ୍ରୀ ୧୨ କୋଟିର ମର୍ସିଡିଜ୍‌ ମେବେକ୍‌ ଏସ୍‌-୬୫୦ରେ ଯାତ୍ରା କରିବେ। ଏହାର ସୁରକ୍ଷା ବ୍ୟବସ୍ଥା ଅତି ଶକ୍ତିଶାଳୀ। ବିସ୍ଫୋରଣରେ ମଧ୍ୟ ଏହାର କୌଣସି କ୍ଷତି ହେବ ନାହିଁ ବୋଲି କୁହାଯାଉଛିି।

ଏହାକୁ ପ୍ରଥମ ଥର ପାଇଁ ହାଇଦ୍ରାବାଦ୍‌ ହାଉସ୍‌ରେ ଦେଖିବାକୁ ମିଳିଥିଲା। ସେ ଏଥିରେ ବସି ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କୁ ସାକ୍ଷାତ କରିଥିଲେ।

କାରରେ ସିଟ ମସାଜର୍‌ ସହିତ ଏକ ବିଳାସପୂର୍ଣ୍ଣ ଆଭ୍ୟନ୍ତରୀଣ ରହିଛି। ଏହାର ଲେଗରୁମ ମଧ୍ୟ ବୃଦ୍ଧି କରାଯାଇପାରିବ। ପଛ ସିଟ ମଧ୍ୟ ପରିବର୍ତ୍ତନ କରାଯାଇଛି। ଏଥିରେ ଭିଆର୍‌-୧୦ ସ୍ତରୀୟ ସୁରକ୍ଷା ରହିଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ଏସପିଜି ଉପରେ ରହିଛି। ପ୍ରଧାନମନ୍ତ୍ରୀଙ୍କ ଗାଡ଼ିର ଅପଗ୍ରେଡ୍‌ ଏସ୍‌ପିଜି ଦ୍ୱାରା ସମ୍ପନ୍ନ ହୋଇଥାଏ।

ଏହି କାର ସର୍ବାଧିକ ୧୬୦ କିଲୋମିଟର ବେଗରେ ଗତି କରି ପାରିବ। କୌଣସି ବିସ୍ଫୋରଣ ସମୟରେ ଏହି କାର ଉପରେ ପ୍ରଭାବ ପଡ଼ିବ ନାହିଁ। ଏପରିକି କାରରେ ବସିଥିବା ବ୍ୟକ୍ତି ୧୫ କିଲୋଗ୍ରାମ ପର୍ଯ୍ୟନ୍ତ ଟିଏନ୍‌ଟି ବିସ୍ଫୋରଣରୁ ୨ ମିଟର ଦୂରରେ ଥିଲେ ମଧ୍ୟ ସୁରକ୍ଷିତ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri