Categories: ଜାତୀୟ

ଦେଶବାସୀଙ୍କୁ ହୋଲି ପର୍ବର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୩: ଆଜି ହୋଲି। ରଙ୍ଗରେ ରଙ୍ଗେଇ ହୋଇଛି ସାରା ଦେଶ। ରଙ୍ଗର ଏହି ପର୍ବକୁ ସମସ୍ତେ ଖୁବ ଧୁମଧାମରେ ପାଳନ କରୁଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ସମସ୍ତଙ୍କୁ ହୋଲିର ଶୁଭକାମନା। ଆପଣଙ୍କ ଜୀବନରେ ସବୁବେଳେ ଆନନ୍ଦ ଏବଂ ଉତ୍ସାହର ରଙ୍ଗ ବର୍ଷୁ।

Share