Posted inଜାତୀୟ

ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: GST ସଂସ୍କାର ନେଇ ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଉଦ୍‌ବୋଧନରେ GST ସଂସ୍କାର ନେଇ ବଡ଼ ସୂଚନା ଦେଇଛନ୍ତି।

ସେପ୍ଟେମ୍ବର ୨୨ ତାରିଖରୁ ଦେଶର ସବୁ ବର୍ଗର ଲୋକେ GST ସଂସ୍କାର ଦ୍ବାରା ଉପକୃତ ହେବେ। ଏହା ଗରିବ ଏବଂ ମଧ୍ୟମବର୍ଗ ଲୋକେ ସାହାଯ୍ୟ କରିବ। GST ସଂସ୍କାର ଭାରତର ବିକାଶକୁ ଆହୁରି ଅଧିକ ତ୍ୱରାନ୍ବିତ କରିବ।

୨୦୧୭ରେ ପ୍ରଥମ କରି GST ଲାଗୁ କରାଯାଇଥିଲା। ପୂର୍ବରୁ ଭିନ୍ନ ଭିନ୍ନ ଟ୍ୟାକ୍ସକୁ ନେଇ ଲୋକେ ହନ୍ତସନ୍ତ ହେଉଥିଲେ। ଏପରିକି ଲୋକଙ୍କୁ ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ୁଥିଲା। ଗରିବ ଲୋକଙ୍କୁ ପୂର୍ବରୁ ଅଧିକ ଟିକସ ଦେବାକୁ ପଡ଼ୁଥିଲା। ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏପରିକି ଛୋଟ ଛୋଟ ଦୋକାନୀ ମଧ୍ୟ ଏଥିରୁ ବେଶି ଉପକୃତ ହେବେ। ଆୟକର କମିବା ଓ GST ସଂସ୍କାର ଦ୍ବାରା ସାଧାରଣ ବର୍ଗର ଲୋକେ ଅଢ଼େଇ ଲକ୍ଷ କୋଟି ଟଙ୍କାରେ ଫାଇଦା ନେବେ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।

GST ସଂସ୍କାର ଦ୍ୱାରା ଲଘୁ ଓ କୁଟୀର ଉଦ୍ୟୋଗକୁ ମଧ୍ୟ ଡବଲ ଫାଇଦା ହେବ। ବିଦେଶୀ ସାମଗ୍ରୀରୁ ଆମକୁ ମୁକ୍ତି ପାଇବାକୁ ପଡ଼ିବ। ସବୁ ଘରକୁ ସ୍ବଦେଶୀର ପ୍ରତୀକ ବନାଇବାକୁ ପଡ଼ିବ। ଗର୍ବରେ କହିବା ଆମେ ସ୍ବଦେଶୀ ସାମଗ୍ରୀ କ୍ରୟ କରୁଛୁ। ପ୍ରତି ରାଜ୍ୟ ନିବେଶ ପାଇଁ ରାସ୍ତା ଉନ୍ମୁକ୍ତ କରନ୍ତୁ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନ ମସଲା ପ୍ରତିବନ୍ଧକ ଉପରେ H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!

ଭୁବନେଶ୍ବର,୩୦।୧: ଓଡ଼ିଶାରେ ପାନ ମସଲାକୁ ବ୍ୟାନ କରିଛନ୍ତି ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ଦୌଡ଼ରାଣୀଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଲିମ୍ପିକ ଆସୋସିଏସନର ସଭାପତି ଏବଂ ରାଜ୍ୟ ସଭା ସଦସ୍ୟ ପି.ଟି. ଉଷାଙ୍କ ସ୍ବାମୀ ଭି. ଶ୍ରୀନିବାସନଙ୍କ ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ…

T20 World Cup 2026: ICC-ବାଂଲାଦେଶ ବିବାଦକୁ ନେଇ ମୁହଁ ଖୋଲିଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୩୦।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଆଇସିସି ଏବଂ ବାଂଲାଦେଶ ମଧ୍ୟରେ ବିବାଦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ଭାରତ, ପାକିସ୍ତାନ ଏବଂ ବାଂଲାଦେଶ…

OISF ଯବାନଙ୍କ ବସ୍‌କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ

କେନ୍ଦୁଝର,୩୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ…

Budget 2026: କରଦାତାଙ୍କୁ ମିଳିବ ବଡ଼ ଆଶ୍ବସ୍ତି! ଏହି ନିୟମରେ ପରିବର୍ତ୍ତନ କରିପାରନ୍ତି ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୩୦।୧: ବଜେଟ୍ ୨୦୨୬ ପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି ଏବଂ ପ୍ରତି ବର୍ଷ ପରି, ଦେଶବ୍ୟାପୀ ଲକ୍ଷ ଲକ୍ଷ କରଦାତା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ନଜର…

ବିନା ସଂଳାପରେ ଜିତିଲା ମନ: ବିଜୟ ସେତୁପତି ଓ ଅଦିତି ରାଓଙ୍କ ‘ଗାନ୍ଧୀ ଟକ୍‌ସ’କୁ ଦର୍ଶକଙ୍କ ପ୍ରଶଂସା

ମୁମ୍ବାଇ: ଶୁକ୍ରବାର ପ୍ରେକ୍ଷାଳୟକୁ ଆସିଛି ବହୁ ପ୍ରତିକ୍ଷିତ ଚଳଚ୍ଚିତ୍ର ‘ଗାନ୍ଧୀ ଟକ୍‌ସ’। ଏହି ଚଳଚ୍ଚିତ୍ରଟି ବିନା ସଂଳାପରେ ଗତିଶୀଳ ଏକ ‘ସାଇଲେଣ୍ଟ ଫିଲ୍ମ’। ଯାହା ଦର୍ଶକଙ୍କ ମଧ୍ୟରେ…

ବଡ଼ ଖବର! କାକାଙ୍କ ସହ ଏକାଠି ହେବାକୁ ଯାଉଥିଲେ ଅଜିତ, ହେଲେ ବିଧିର ବିଧାନ ଥିଲା କିଛି ଅଲଗା

ମୁମ୍ବାଇ,୩୦।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଅକାଳ ମୃତ୍ୟୁ ପରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ଏହି ସମୟରେ, ସୂତ୍ରଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶ କରୁଛନ୍ତି।…

ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri