Posted inଜାତୀୟ

ୟୁଟ୍ୟୁବ୍‌ ଟପ୍‌ ଟ୍ରେଣ୍ଡିଂ ଲିଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ଅଗଷ୍ଟ ୧୫ ଭାଷଣ…

ନୂଆଦିଲ୍ଲୀ, ୧୬।୮ : ୟୁଟ୍ୟୁବ୍‌ ଟପ୍‌ ଟ୍ରେଣ୍ଡିଂ ଲିଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଗଷ୍ଟ ୧୫ ଭାଷଣ ରହିଛି। ଏହାକୁ ବହୁ ୟୁଜର ପସନ୍ଦ କରିଛନ୍ତି। ସାାଧାରଣତଃ ଫିଲ୍ମ ଏବଂ ଗୀତ ଭିଡ଼ିଓ ୟୁଟ୍ୟୁବ୍‌ ଟପ୍‌ ଟ୍ରେଣ୍ଡିଂ ଲିଷ୍ଟରେ ରହିଥାଏ। ତେବେ ଏହି ଲିଷ୍ଟରେ ପ୍ରଧାନମନ୍ତ୍ରୀ ଭାଷଣ ରହିଛି।

ପ୍ରଧାନମନ୍ତ୍ରୀଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଉଥିବା ଭିଡ଼ିଓକୁ ୨୦ ନିୟୁତରୁ ଅଧିକ ଥର ଦେଖାଯାଇଛି। ସେହିପରି ପତାକା ଉତ୍ତୋଳନ କରୁଥିତ୍ବାର ଭିଡ଼ିଓକୁ ୪.୪ ନିୟୁତରୁ ଅଧିକ ଥର ଦେଖାଯାଇଛି।

ପ୍ରଧାନମନ୍ତ୍ରୀଙ୍କ ଅଫିସିଆଲ ପେଜ୍‌ରେ ଶେୟାର କରାଯାଇଥିବା ସମ୍ପୂର୍ଣ୍ଣ ଭାଷଣକୁ ୧.୫ କୋଟିରୁ ଅଧକ ଲୋକ ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri