Posted inଜାତୀୟ

ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ,ଏମଏସଏମଇ ପାଇଁ ନୂଆ ସୁଯୋଗ…

ନୂଆଦିଲ୍ଲୀ, ୩୦।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ବିଜ୍ଞାନ ଭବନରେ ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅନ୍ତର୍ଗତ ’ଉଦ୍ୟୋଗୀ ଭାରତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମର ଶଭାରମ୍ଭ କରିଛନ୍ତି। ଥିଲେ। ରାଇଜିଂ ଆଣ୍ଡ ଏକ୍ସଲେଟିଂ ଏମଏସଏମଇ ପରଫର୍ମାନ୍ସ (ଆୀଏଏମପି) କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ ସହିତ ଅନ୍ୟାନ୍ୟ ସୁବିଧାର ଆରମ୍ଭ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମାଇକ୍ରୋ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ଏକବିଂଶ ଶତାବ୍ଦୀରେ ଭାରତ ପାଇଁ ଆର୍ଥିକ ଶୀର୍ଷରେ ପହଞ୍ଚିବାର ସୁଯୋଗ ସୃଷ୍ଟି କରୁଛନ୍ତି। ଏଥିରେ ଦେଶର ସାଧାରଣ ଲୋକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତର ରପ୍ତାନି ବୃଦ୍ଧି ପାଇଛି, ଭାରତର ଉତ୍ପାଦ ନୂତନ ଅନ୍ତର୍ଜାତୀୟ ବଜାରରେ ପହଞ୍ଚିଛି। ଏଥିପାଇଁ ଦେଶର ଏମଏସଏମଇ କ୍ଷେତ୍ରକୁ ଅଧିକ ମଜବୁତ କରିବାର ଆବଶ୍ୟକତା ରହିଛି। ମାଇକ୍ରୋ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ଭାରତର ଅଭିବୃଦ୍ଧି ଯାତ୍ରାର ଏକ ବୃହତ ସ୍ତମ୍ଭ ସଦୃଶ।

ଭାରତର ଅର୍ଥନୀତିର ଏକ ତୃତୀୟାଂଶ ଏମଏସଏମଇ କ୍ଷେତ୍ର ରହିଛି। ଏମଏସଏମଇ କ୍ଷେତ୍ରକୁ ମଜବୁତ କରିବା ପାଇଁ ଗତ ଆଠ ବର୍ଷ ମଧ୍ୟରେ ସରକାର ବଜେଟକୁ ୬୫୦ ପ୍ରତିଶତରୁ ଅଧିକ ବୃଦ୍ଧି କରିଛନ୍ତି। ଜରୁରୀକାଳୀନ କ୍ରେଡିଟ ଲାଇନ ଗ୍ୟାରେଣ୍ଟି ଯୋଜନା ଅଧୀନରେ କେନ୍ଦ୍ର ସରକାର ଏମଏସଏମଇ ପାଇଁ ୩.୫ ଲକ୍ଷ କୋଟି ଟଙ୍କା ସୁନିଶ୍ଚିତ କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ଏବଂ କେନ୍ଦ୍ର ମନ୍ତ୍ରୀ ଭାନୁ ପ୍ରତାପ ସିଂ ଭର୍ମା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?