‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’

ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ ଉତ୍ସର୍ଗିକରଣ କରିଛନ୍ତି। ଏହି ଅବସରରେ ଏପି କେନ୍ଦ୍ରରେ ମହଜୁଦ ରହିଥିବା ଔଷଧ ମାନର ତଦାରହକୁ ଦେଖି ଖୁସି ପ୍ରକଟ କରି ଏହା ପ୍ରଧାନମନ୍ତ୍ରୀଙ୍କ ଏକ ଗରିବ କଲ୍ୟାଣ ଯୋଜନା। ଏହି କେନ୍ଦ୍ର ଗରିବଶ୍ରେଣୀର ଲୋକଙ୍କ ସେବାରେ ଆସିବ। ଅର୍ଥ ଅଭାବରୁ ଗରିବ ଶ୍ରେଣୀର ଲୋକମାନେ ଔଷଧ ପାଇବାରୁ ବଞ୍ଚିତ ହେଉଥିବା ବେଳେ ବର୍ତ୍ତମାନ ସେହି ସମସ୍ୟା ଦୂରହେବ ବୋଲି କହିଛନ୍ତି। ଏଥିରେ ଏମ୍‌ପିଙ୍କ ପ୍ରତିନିଧି ଜୟନାରାୟଣ ଦାଶ, ଭାଜପା ଜିଲାସଭାପତି ବିଜୟ କୁମାର ସ୍ବାଇଁ, ସମ୍ପାଦକ ଅନିଲ କୁମାର ପଣ୍ଡା,ସୀତାରାମ ପାଣିଗ୍ରାହୀ, ପ୍ରଶାନ୍ତ ରାଉଳ ପ୍ରମୁଖ ଯୋଗଦେଇଥିବା ବେଳେ କେନ୍ଦ୍ର ପରିଚାଳିକା ତନ୍ମୟୀ ଦାଶ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ…

ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri