Posted inଜାତୀୟ

ଭୋଟ ପ୍ରକ୍ରିୟାରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ,୨୭।୨: ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ଆଜି ମତଦାନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଘାଳୟ ଏବଂ ନାଗାଲାଣ୍ଡର ଲୋକଙ୍କୁ ଭୋଟ ପ୍ରକ୍ରିୟାରେ ଭାଗ ନେବାକୁ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ ଯୋଗେ ଲେଖିଛନ୍ତି, ମୁଁ ମେଘାଳୟ ଏବଂ ନାଗାଲାଣ୍ଡର ଲୋକଙ୍କୁ ବିଶେଷ କରି ଯୁବକ ଏବଂ ପ୍ରଥମ ଥର ଭୋଟରଙ୍କୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରୁଛି।
ଭୋଟ ପ୍ରକ୍ରିୟା ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଉଭୟ ରାଜ୍ୟରେ ମୋଟ ୧୧୮ ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହୋଇଯାଇଛି। ମେଘାଳୟର ୫୯ଟି ଆସନରେ ଭୋଟ ଚାଲିଥିବାବେଳେ ନାଗାଲାଣ୍ଡରେ ମଧ୍ୟ ୫୯ଟି ଆସନରେ ଭୋଟ ପ୍ରକ୍ରିୟା ଚାଲିଛି। ମାର୍ଚ୍ଚ ୨ରେ ଉଭୟ ରାଜ୍ୟର ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri