Posted inଜାତୀୟ

ସୁରଟରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’…

ସୁରଟ, ୨୯।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଗୁଜରାଟ ଗସ୍ତରେ ଗୁରୁବାର ସୁରଟରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ଏକ ରୋଡ ଶୋ’ରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ୨୯ ହଜାର କୋଟି ଟଙ୍କାର ପ୍ରକଳ୍ପ ପ୍ରଦାନ କରିବେ। ଏଥି ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ବନ୍ଦେ ଭାରତ ଟ୍ରେନ ଏବଂ ମେଟ୍ରୋ ପ୍ରକଳ୍ପ ।

ଏହା ସହିତ ପ୍ରଧାନମନ୍ତ୍ରୀ ଭାବାନଗରରେ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରର ଉଦଘାଟନ କରିବେ। ଏହା ୨୦ ଏକରରୁ ଅଧିକ ପରିମିତ ଅଞ୍ଚଳରେ ପ୍ରାୟ ୧୦୦କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି।

ଏହା ସହିତ ପ୍ରଧାନମନ୍ତ୍ରୀ ଭାବନଗରରେ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରର ଉଦଘାଟନ କରିବେ। ଏହା ୨୦ ଏକରରୁ ଅଧିକ ପରିମିତ ଅଞ୍ଚଳରେ ପ୍ରାୟ ୧୦୦କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି।

ଏହି କେନ୍ଦ୍ରରେ ସାମୁଦ୍ରିକ ଜଳୀୟ ଗ୍ୟାଲେରୀ, ଅଟୋମୋବାଇଲ ଗ୍ୟାଲେରୀ, ଫିଜିଓଲୋଜି ଏବଂ ମେଡିସିନ ନୋବେଲ ପୁରସ୍କାର ଗ୍ୟାଲେରୀ, ଇଲେକ୍ଟ୍ରୋ ମେକାନିକ୍ସ ଗ୍ୟାଲେରୀ, ଜୈବ ବିଜ୍ଞାନ ଗ୍ୟାଲେରୀ ସହିତ ଅନେକ ଥିମ ଗ୍ୟାଲେରୀ ରହିଛି। ଆନିମେଟ୍ରୋନିକ ଡାଇନୋସର, ବିଜ୍ଞାନ ଥିମ ଆଧାରିତ ଖେଳଣା ଟ୍ରେନ, ପ୍ରକୃତି ଅନୁସନ୍ଧାନ ଟୁର୍‌, ମୋସନ ସିମୁଲେଟର, ପୋର୍ଟେବଲ ସୌର ଅବଜରଭେଟୋରୀ ଇତ୍ୟାଦି ବାହ୍ୟ ସ୍ଥାପନ ମାଧ୍ୟମରେ ପିଲାମାନଙ୍କ ପାଇଁ ଆବିଷ୍କାର ଏବଂ ଅନୁସନ୍ଧାନ ପାଇଁ ଏହି କେନ୍ଦ୍ର ଏକ ସୃଜନଶୀଳ ପ୍ଲାଟଫର୍ମ ପ୍ରଦାନ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri