ବଙ୍କିହାମ ପ୍ୟାଲେସରେ ଶପଥ ନେବେନି ନୂଆ ପ୍ରଧାନମନ୍ତ୍ରୀ, ପ୍ରଥମଥର ଭାଙ୍ଗିବ ରାଜକୀୟ ପରମ୍ପରା

ଲଣ୍ଡନ,୩୧ା୮: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ  ସେପ୍ଟେମ୍ବର ୫ରେ ଶପଥ ନେବେ। ତେବେ ବ୍ରିଟେନର ରାଣୀ ଦ୍ୱିତୀୟ ଏଲିଜାବେଥ ବର୍ତ୍ତମାନ ସ୍କଟ୍‌ଲ୍ୟାଣ୍ଡରେ ଅଛନ୍ତି। ଏହି ସମୟ ମଧ୍ୟରେ ସେ ନିଜେ ସ୍କଟଲ୍ୟାଣ୍ଡରେ ନୂତନ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିବେ। ସେ ପ୍ରଧାନମନ୍ତ୍ରୀଙ୍କୁ ଶପଥ ଗ୍ରହଣ କରାଇବାକୁ ଲଣ୍ଡନ ଯିବେ ନାହିଁ। ବୁଧବାର ବଙ୍କିହାମ୍‌ ପ୍ୟାଲେସ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ବିଦାୟୀ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ ଗୋଟିଏ ଦିନ ପୂର୍ବରୁ ରାଣୀ ଏଲିଜାବେଥ୍‌ଙ୍କ ନିକଟରେ ତାଙ୍କ ଇସ୍ତଫାପତ୍ର ଆନୁଷ୍ଠାନିକ ଭାବେ ଦାଖଲ କରିବେ। ଏହା ପରେ ରାଣୀ ନବ ନିର୍ବାଚିତ କଞ୍ଜରଭେଟିଭ୍‌ ନେତାଙ୍କ ନିକଟରେ ଶପଥ ଗ୍ରହଣ କରିବେ। ବ୍ରିଟେନରେ ରାଜ୍ୟ ମୁଖ୍ୟ ହେଉଛନ୍ତି ରାଣୀ। ସେ ଦେଶର ପ୍ରଧାନମନ୍ତ୍ରୀଙ୍କୁ ଆନୁଷ୍ଠାନିକ ଭାବେ ନିଯୁକ୍ତ କରନ୍ତି। ଯିଏ କି ତାଙ୍କ ମହାରାଜାଙ୍କ ସରକାରର ନେତୃତ୍ୱ ନେଇଥାନ୍ତି। ତେବେ ପ୍ରଥମଥର ପାଇଁ ଏହି ରାଜକୀୟ ପରମ୍ପରା ଭାଙ୍ଗିବାକୁ ଯାଉଛି। ବ୍ରିଟେନର ପ୍ରଧାନମନ୍ତ୍ରୀ ହେବା ପାଇଁ ଭାରତୀୟ ମୂଳ ଋଷି ସୁନକ ଏବଂ ଲିଜ୍‌ ଟ୍ରସ୍‌ଙ୍କ ମଧ୍ୟରେ ଯୁଦ୍ଧ ଏକ ମୋଡ଼ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri