କିଙ୍ଗ ଚାର୍ଲସ ତୃତୀୟଙ୍କ କରୋନେଶନ କନସର୍ଟରେ ସାମିଲ ହେବେ ନାହିଁ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୭।୫: ବ୍ରିଟେନର ରାଜା କିଙ୍ଗସ ଚାର୍ଲସ ତୃତୀୟଙ୍କ ରାଜ୍ୟାଭିଷେକ ଶେଷ ହୋଇଛି। ତାଙ୍କ ରାଜ୍ୟାଭିଷେକ ସମାରୋହରେ ପ୍ରାୟ ୨,୨୦୦ ଅତିଥି ସାମିଲ ହୋଇଥିଲେ। ହେଲେ ଏହି ଆୟୋଜନର ସବୁଠାରୁ ବଡ ଆକର୍ଷଣ ଥିଲେ ରାଜକୁମାର ହ୍ୟାରୀ। ସମସ୍ତଙ୍କ ନଜର ତାଙ୍କ ଉପରେ ଥିଲା, ଯଦିଓ ସେ ଖୁସି ଜଣାପଡୁଥିଲେ, ହେଲେ ୭ ମେ’ରେ ହେବାକୁ ଥିବା କୋରୋନେଶନ କନସର୍ଟରେ ସେ ସାମିଲ ହେବେ ନାହିଁ ବୋଲି ଜଣାପଡିଛି।
ପିପଲ ମାଗାଜିନ ଅନୁଯାୟୀ, ସସେକ୍ସର ଡ୍ୟୁକ ହ୍ୟାରୀ ତାଙ୍କ ପିତା କିଙ୍ଗ ଚାର୍ଲସଙ୍କ ରାଜ୍ୟାଭିଷେକ ହେବା ପରେ ତୁରନ୍ତ ଲଣ୍ଡନରୁ ଚାଲିଯାଇଥିଲେ। ହ୍ୟାରିଙ୍କ ପୁଅ ପ୍ରିନ୍ସ ଆର୍ଚାଙ୍କ ଚତୁର୍ଥ ଜନ୍ମଦିନ ବି ଶନିବାର ଥିଲା। ପ୍ରିନ୍ସ ଆର୍ଚା ତାଙ୍କ ମାଆ ମେଘନ ମାର୍କେଲଙ୍କ ସହ ଜନ୍ମଦିନ ପାଳନ କରିଥିବା ବେଳେ, ସେହିଦିନ ହିଁ ହ୍ୟାରି ତାଙ୍କ ପିତାଙ୍କ ରାଜ୍ୟାଭିଷେକରେ ସାମିଲ ହେବାକୁ ଚାଲି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ଆଳି ମର୍ଡର କେସ୍‌: ସିନ୍‌ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍‌ ସହ ୩ ଅଭିଯୁକ୍ତ ଦେଖାଇଲେ…

ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ…

ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍‌ କରି ଏକାଠି ହେଲେ…

ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri