ଫୋନ୍‌ ହ୍ୟାକିଂ ମାମଲା ଜିତିଲେ ପ୍ରିନ୍ସ ହ୍ୟାରି

ଲଣ୍ଡନ,୧୬ା୧୨: ବ୍ରିଟିଶ୍‌ ଟାବଲଏଡ୍‌ ପ୍ରକାଶକ ଡେଲି ମିରର ବିରୋଧରେ ଚାଲିଥିବା ଫୋନ୍‌ ହ୍ୟାକିଂ ମକଦ୍ଦମାରେ ପ୍ରିନ୍ସ ହ୍ୟାରି ବିଜୟୀ ହୋଇଛନ୍ତି। ତାଙ୍କୁ ୧,୪୦,୦୦୦ ପାଉଣ୍ଡ (୧,୮୦,୦୦୦ ଡଲାର) ପୈଠ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମିରର ଗ୍ରୁପ୍‌ ନ୍ୟୁଜ୍‌ପେପର୍ସରେ ଅନେକ ବର୍ଷ ହେଲା ଫୋନ୍‌ ହ୍ୟାକିଂ ବହୁଳ ତଥା ଅଭ୍ୟାସଗତ ଭାବେ ଚାଲିଥିବା ହାଇକୋର୍ଟ ବିଚାରପତି ଟିମୋଥି ଫାନ୍‌କୋର୍ଟ କହିଥିଲେ। ଖବରକାଗଜର କାର୍ଯ୍ୟନିର୍ବାହୀମାନେ ଏସବୁ ଜାଣୁଥିଲେ ମଧ୍ୟ ଗୋପନ ରଖୁଥିବା ବିଚାରପତି କହିଛନ୍ତି। ଖବରକାଗଜର ୩୩ଟି ଲେଖା ମଧ୍ୟରୁ ୧୫ଟିକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଲେଖା ପାଇଁ ବେଆଇନ ସୂତ୍ରରୁ ଖବର ସଂଗ୍ରହ କରାଯାଇଥିବା ନେଇ ବିଚାର ଚାଲିଛି। ଉକ୍ତ ମିଡିଆ ରାଜପରିବାରର ବରିଷ୍ଠ ସଦସ୍ୟଙ୍କ ପାରିବାରିକ ବିବାଦ ଉପରେ ଖବର ସଂଗ୍ରହ ଲାଗି ଫୋନ୍‌ ହ୍ୟାକିଂ କରୁଥିବା ଅଭିଯୋଗ ଆଣି ପ୍ରିନ୍ସ ହ୍ୟାରି ଏହା ବିରୋଧରେ ମାମଲା ରୁଜୁ କରିବା ସହ ୪,୪୦,୦୦୦ ପାଉଣ୍ଡ କ୍ଷତିପୂରଣ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri