ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତ ଅଧ୍ୟକ୍ଷ ହେଲେ, ବରଡୋଲ ଗ୍ରାମର ଦେବଦତ୍ତ ପ୍ରଧାନ। ତାଙ୍କୁ ବରଗଡ଼ ଟାଉନ ଥାନା ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବା ପରେ ଜିଲା କାରାଗାରକୁ ତାଙ୍କୁ ପଠାଇ ଦିଆଯାଇଛି। ପୀଡ଼ିତ ଛାତ୍ର ଜଣକ ଅଭିଯୁକ୍ତ ଅଧ୍ୟକ୍ଷଙ୍କ ପାଖରେ ଟିଉସନ ପଢୁଥିଲେ। ତାଙ୍କୁ କୌଶଳ କ୍ରମେ ଏକ ହୋଟେଲକୁ ନେଇ ଅଭିଯୁକ୍ତ ଅଧ୍ୟକ୍ଷ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଛାତ୍ର ଜଣକ ହୋଟେଲରୁ ପରିବାର ଲୋକଙ୍କୁ ମେସେଜ୍‌ କରି ଏ ବିଷୟରେ ଜଣାଇଥିଲେ। ପରେ ପୀଡ଼ିତ ଛାତ୍ରଙ୍କ ବାପାଙ୍କ ଏତଲାକ୍ରମେ ଟାଉନ ଥାନା ପୋଲିସ ଅଭିଯୁକ୍ତ ଅଧ୍ୟକ୍ଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏ ନେଇ ଅଧିକ ତଦନ୍ତ ଚାଲିଛି ବୋଲି ଟାଉନ ଥାନା ଆଇଆଇସି ଚିତ୍ତରଞ୍ଜନ ମେହେର କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ…

‘ଧରିତ୍ରୀ’ ଖବରର ପ୍ରଭାବ: ତାଲିଯୋଡ଼ି ବ୍ରିଜ୍‌ ଧୋଇଯାଇଥିବା ଦୁର୍ଗମ ଗାଁରେ ପହଞ୍ଚି ସ୍ଥିତି ପରଖିଲେ IIC, ଶୁଖିଲା ଖାଦ୍ୟ ବାଣ୍ଟି…

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ୩ଟି ଗାଁକୁ ସଂଯୋଗ କରୁଥିବା ତାଲିଯୋଡ଼ି ନଦୀର ବ୍ରିଜ୍‌ ଧୋଇ ହୋଇଯିବା ଘଟଣା…

ଦିଗପହଣ୍ଡିରେ ପ୍ରବଳ ବର୍ଷା: ପୁଣି ଖୋଲାଗଲା ଘୋଡ଼ାହାଡ଼ ଡ୍ୟାମ୍‌ର ୩ ଗେଟ୍, ଫାସିଗୁଡ଼ାରେ ମନ୍ଦିରରେ ଫସିଥିବା ୧୫ ଜଣଙ୍କୁ…

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ବନ୍ୟା ବିଭୀଷିକା ଦେଖାଦେଇଛି।…

ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!

ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ…

ବାତ୍ୟା ଅର୍ଣ୍ଣବ ପ୍ରଭାବ, ଉପୁଡ଼ି ପଡ଼ିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ଲାଞ୍ଜିଗଡ଼, ୨୯ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍ଥାନରେ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ବେଳେ ବିଦ୍ୟୁତ…

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ୟୁସୁଫ ପଠାନ

ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ…

ସମୁଦ୍ରକୁ ଶଙ୍ଖେ: ଶ୍ରୀବଣା ଗ୍ରାମରେ ଭୋକରେ ଛଟପଟ ବନ୍ୟା ବିପନ୍ନ, ପ୍ରଶାସନିକ ଅବହେଳା ଭିତରେ ସହାୟତା…

ଗଞ୍ଜାମ,୨୯।୧୦ (ବିଦ୍ୟାଧର ସାହୁ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ସମଗ୍ର ବ୍ଲକର ପ୍ରାୟ ୧୫ଟି ପଞ୍ଚାୟତ ପ୍ରଭାବିତ ହୋଇଥିବା ବେଳେ ମଲାଡ଼ ପଞ୍ଚାୟତର ଶ୍ରୀବଣା ଗ୍ରାମ ବେଶ୍ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?