ଅବଶିଷ୍ଟ ଜୀବନ ସୁଖ ସମୃଦ୍ଧିରେ କଟୁ; ଏଭଳି କାମନା କରି ପ୍ରଧାନଶିକ୍ଷକଙ୍କୁ…

ଦିଗପହଣ୍ଡି,୨ା୭(ଅଶେଷ ନାଥ ମିଶ୍ର: ଦିଗପହଣ୍ଡି ବ୍ଲକ ଆଙ୍କୋରଡା କ୍ଲଷ୍ଟର କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜୀବନ ନନ୍ଦ ଅବସର ଗ୍ରହଣ କରିଛନ୍ତି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁନୀତା ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ ମୁଖ୍ୟ ଅତିଥି, ସହଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ, ବିଶ୍ରବା ପାଇକ, ସ୍ଥାନୀୟ ସରପଞ୍ଚ ପ୍ରତିନିଧି ବିପ୍ରଚରଣ ସେଠୀ, ସମିତି ସଭ୍ୟ ଏସ୍‌.ରିନା ଦୋରା, ନାଏବ ସରପଞ୍ଚ ଇଂ. ରାମହରି, ୱାର୍ଡ ସଭ୍ୟ ଇଂ. ପଞ୍ଚାନନ, ଏସ୍‌.ଶ୍ରୀହରି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବି.ନାରାୟଣ ଦୋରା ପ୍ରମୁଖ ମଞ୍ଚାସିନ ଥିଲେ। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ଅତିଥିଙ୍କ ଦ୍ୱାରା ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯିବା ସହ ତାଙ୍କ ଅବଶିଷ୍ଟ ଜୀବନ ସୁଖ ସମୃଦ୍ଧିରେ କଟିଯାଉ ବୋଲି ସମସ୍ତେ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ଅଧରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ବାବୁଲାଙ୍କ ଜୀବନ

ବୀରମହାରାଜପୁର,୯।୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମରକେଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri