ଭିଜିଲାନ୍ସ ପଞ୍ଝାରେ ପ୍ରିନ୍ସିପାଲ ସାଇଣ୍ଟିଫିକ୍‌ ଅଫିସର, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ, ଜାଣନ୍ତୁ କେଉଁଠି…

ସମ୍ବଲପୁର,୬ା୮(ପ୍ରମୋଦ ବହିଦାର): ସମ୍ବଲପୁର ଡ୍ରଗ୍ସ କଣ୍ଟ୍ରୋଲରଙ୍କ କାର୍ଯ୍ୟାଳୟର ପ୍ରିନ୍ସିପାଲ ସାଇଣ୍ଟଫିକ୍‌ ଅଫିସର ଦେବାଶିଷ ପଣ୍ଡା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ବୁଧବାର ତାଙ୍କ ବାସଭବନ ଏବଂ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ସମ୍ବଲପୁର ବରାଇପାଲି ଗ୍ରେଟର ସମ୍ବଲପୁରସ୍ଥିତ ଭଡ଼ା ଘରେ ଓ କାଇଁଶିରସ୍ଥିତ କାର୍ଯ୍ୟାଳୟ ସହିତ ଭୁବନେଶ୍ବର ଓ ବ୍ରହ୍ମପୁର ପୈତୃକ ଘରେ ଭିଜିଲାନ୍ସର ୪ ଡିଏସ୍‌ପି, ୧୦ ଇନ୍ସପେକ୍ଟରଙ୍କୁ ମିଶାଇ ଏକ ୧୪ ଜଣିଆ ଦଳ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛନ୍ତି। ତାଙ୍କର ସମ୍ବଲପୁରସ୍ଥିତ ବାସଭବନ ଓ କାର୍ଯ୍ୟାଳୟରେ ୨ ଡିଏସ୍‌ପି ଓ ୫ ଇନ୍ସପେକ୍ଟର(୩ ମହିଳା) ମିଶି ଏକ ୭ ଜଣିଆ ଭିଜିଲାନ୍ସ ଦଳ ଚଢ଼ାଉ କରି ନଗଦ ୪୫ ହଜାର ଟଙ୍କା, ବିଭିନ୍ନ ବ୍ୟାଙ୍କ ଜମାଖାତା ଓ ଅନ୍ୟାନ୍ୟ କାଗଜପତ୍ର ତଥା ସମ୍ପତ୍ତି ଓ ଗାଡ଼ି ମଟରର ବୈଧତା ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri