ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ ପଡ଼ିଲା ମହଙ୍ଗା

ଫୁଲବାଣୀ,୨ା୧୧(ରାକେଶ କୁମାର ରାଉତ): ଜଣେ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିବା ମହଙ୍ଗା ପଡ଼ିଛି। ଜିଲାପାଳଙ୍କ ଦ୍ୱାରା ଗଠିତ ଟିମ୍‌ର ତଦନ୍ତ ରିପୋର୍ଟ ଅନୁସାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କୁ ବିଭାଗୀୟ ନିର୍ଦ୍ଦେଶକ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ପ୍ରଧାନ ଶିକ୍ଷକ ହେଲେ କନ୍ଧମାଳ ଜିଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ କୋଟଗଡ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଳ ଜଗତ।

ସୂଚନା ଅନୁସାରେ ଗୋପାଳ କିଛିଦିନ ତଳେ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରିଥିଲେ। ସମ୍ପୃକ୍ତ ଶିକ୍ଷୟିତ୍ରୀ ଜଣକ ଏନେଇ ବିଭାଗୀୟ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶକ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ବାଲିଗୁଡ଼ା ଉପ ଜିଲାପାଳ, ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଓ ଡିସିପିଓଙ୍କୁ ନେଇ ଟିମ୍‌ ଗଠନ କରିଥିଲେ।

ଟିମ୍‌ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ଏହାକୁ ବିଭାଗୀୟ ନିର୍ଦ୍ଦେଶକଙ୍କୁ ପଠାଯାଇଥିଲା। ନିର୍ଦ୍ଦେଶକଙ୍କ ଚିଠି ସଂଖ୍ୟା ୨୬/୩୩୭/୧ ନଭେମ୍ବର ୨୦୨୫ରେ ତାଙ୍କୁ ନିଲମ୍ବନ କରାଯାଇଛି। ସେ ଫୁଲବାଣୀ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରତ୍ୟେକ ଦିନ ରିପୋର୍ଟ ଦେବେ ବୋଲି ଜିଲା ମଙ୍ଗଳ ଅଧିକାରୀ ରବି ନାରାୟଣ ମିଶ୍ର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା

ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି...

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri