ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ ପଡ଼ିଲା ମହଙ୍ଗା

ଫୁଲବାଣୀ,୨ା୧୧(ରାକେଶ କୁମାର ରାଉତ): ଜଣେ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିବା ମହଙ୍ଗା ପଡ଼ିଛି। ଜିଲାପାଳଙ୍କ ଦ୍ୱାରା ଗଠିତ ଟିମ୍‌ର ତଦନ୍ତ ରିପୋର୍ଟ ଅନୁସାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କୁ ବିଭାଗୀୟ ନିର୍ଦ୍ଦେଶକ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ପ୍ରଧାନ ଶିକ୍ଷକ ହେଲେ କନ୍ଧମାଳ ଜିଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ କୋଟଗଡ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଳ ଜଗତ।

ସୂଚନା ଅନୁସାରେ ଗୋପାଳ କିଛିଦିନ ତଳେ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରିଥିଲେ। ସମ୍ପୃକ୍ତ ଶିକ୍ଷୟିତ୍ରୀ ଜଣକ ଏନେଇ ବିଭାଗୀୟ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶକ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ବାଲିଗୁଡ଼ା ଉପ ଜିଲାପାଳ, ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଓ ଡିସିପିଓଙ୍କୁ ନେଇ ଟିମ୍‌ ଗଠନ କରିଥିଲେ।

ଟିମ୍‌ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବା ପରେ ଏହାକୁ ବିଭାଗୀୟ ନିର୍ଦ୍ଦେଶକଙ୍କୁ ପଠାଯାଇଥିଲା। ନିର୍ଦ୍ଦେଶକଙ୍କ ଚିଠି ସଂଖ୍ୟା ୨୬/୩୩୭/୧ ନଭେମ୍ବର ୨୦୨୫ରେ ତାଙ୍କୁ ନିଲମ୍ବନ କରାଯାଇଛି। ସେ ଫୁଲବାଣୀ ଜିଲା ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରତ୍ୟେକ ଦିନ ରିପୋର୍ଟ ଦେବେ ବୋଲି ଜିଲା ମଙ୍ଗଳ ଅଧିକାରୀ ରବି ନାରାୟଣ ମିଶ୍ର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜରେ ପିଜି ଷ୍ଟୁଡେଣ୍ଟ ୟୁନିଅନ୍ ଗଠିତ; ଡ଼ା ବଙ୍ଗାଳୀ ସୋରେନ୍ ସଭାପତି, ଡ଼ା ରାଜେଶ ସାହୁ…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲଠାରେ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀମାନଙ୍କ ଷ୍ଟୁଡେଣ୍ଟ ୟୁନିଅନ୍ ଗଠନ କରାଯାଇଛି। କଲେଜ ଅଧ୍ୟକ୍ଷ ତଥା…

ବଲାଙ୍ଗୀରରେ ବେଆଇନ ଗଞ୍ଜେଇ ବେପାରର ପର୍ଦ୍ଦାଫାଶ: ୨୧ କେଜି ଗଞ୍ଜେଇ ସହ ଦେଶୀ ପିସ୍ତଲ ଜବତ, ୨ କୁଖ୍ୟାତ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସହରରେ ପୁଣି ଗଞ୍ଜେଇ କାରବାରର ପର୍ଦ୍ଦାଫାଶ କରିଛି ଟାଉନ୍ ଥାନା ପୋଲିସ। ସହରର ନୂଆ ବସଷ୍ଟାଣ୍ଡ ପଛପଟ ରାଜୀବ…

ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ ଯୋଗଦେଲେ ମନ୍ତ୍ରୀ: ଚାଷୀଙ୍କ ଉପସ୍ଥିତି ନଗଣ୍ୟ, ଖାଲି ପଡ଼ିଲା ଅଧିକାଂଶ ଚେୟାର

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲାର ସାହାରପଡ଼ା ବ୍ଲକ୍‌ ଅନ୍ତର୍ଗତ ବଡ଼ବିଲ ପଞ୍ଚାୟତ ପଡ଼ିଆରେ ଶୁକ୍ରବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

ଇନଷ୍ଟାଗ୍ରାମ୍ ରେ ନାବାଳିକା ଙ୍କ ଆପତ୍ତିଜନକ ନଗ୍ନ ଫଟୋ: ଭିଡ଼ିଓ ଭାଇରାଲ ଅଭିଯୋଗ, ଅଭିଯୁକ୍ତ ଜେଲ ଗଲେ   

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଙ୍କ ଆପତ୍ତିଜନକ ଫଟୋ ଭିଡ଼ିଓ ଇନଷ୍ଟାଗ୍ରାମ୍ ଜରିଆରେ ହାସଲ କରିବା ପରେ ଟଙ୍କା ପାଇଁ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କା ହଡ଼ପ ମାମଲା: କ୍ୟାସିୟର ଶଶିକାନ୍ତ ରଣା ନିଲମ୍ବିତ, ଭିଜିଲାନ୍ସ ତଦନ୍ତ ସହ…

ଡେରାବିଶ,୬।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ବହୁଚର୍ଚ୍ଚିତ ସରକାରୀ ଅର୍ଥ ହଡ଼ପ ମାମଲାରେ କ୍ୟାସିୟର ଶଶିକାନ୍ତ ରଣାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଆମ୍ବ ବୁରେଇରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୋଲିସ୍

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ୍ ଶୁକ୍ରବାର ସ୍ଥାନୀୟ ଚୋରଗ୍ରିଣ୍ଡୋଲା ଗାଁ ଶେଷରେ ଆମ୍ବବୁରେଇଠାରେ ଚଢ଼ାଉ କରି ୫୨ କେଜି ୨୦୦ ଗ୍ରାମ ଗଞ୍ଜେଇ…

୧.୧୫ ଲକ୍ଷ ଲାଞ୍ଚ ମାଗି ଫସିଗଲେ ବଲାଙ୍ଗିର ସରକାରୀ ITI ପ୍ରିନ୍ସିପାଲ୍: ରେଡ୍‌ହାଣ୍ଡେଡ୍ ଧରାପଡ଼ିଲେ, ୩ ସ୍ଥାନରେ ଭିଜିଲାନ୍ସର…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗିର ସରକାରୀ ଆଇଟିଆଇ (ITI) ପ୍ରିନ୍ସିପାଲ୍ ସୁରେଶ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?