ପାକିସ୍ତାନରେ ପାର୍ସପୋର୍ଟ ସଙ୍କଟ: ପେପର୍‌ ଅଭାବରୁ ବନ୍ଦ ହୋଇଗଲା ପାର୍ସପୋର୍ଟ ଛାପିବା

ଇସଲାମବାଦ,୧୦।୧୧: ଆର୍ଥିକ ଅଚଳାବସ୍ଥା ଦେଇ ଗତି କରୁଛି ପାକିସ୍ତାନ। ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦାମ ହୁ ହୁ ହୋଇ ବଢିବା ସହ ଦେଶରେ ମୁଦ୍ରାସ୍ପୀତି ଦେଖାଦେଇଛି। ସେହିପରି ଇନ୍ଧନ ଅଭାବ ହେତୁ ପାକିସ୍ତାନର ଏଆରଲାଇନ୍ସ ବନ୍ଦ ହେବା ପରିସ୍ଥିତିରେ ପହଞ୍ଚିଛି। ବର୍ତ୍ତମାନ ପାକିସ୍ତାନରେ ଲାମିନେସନ ପେପରର ଅଭାବ ଯୋଗୁ ପାସପୋର୍ଟ ସଙ୍କଟ ଦେଖା ଦେଇଛି।
ସୂଚନାଯୋଗ୍ୟ, ପାକିସ୍ତାନରେ ପାସପୋର୍ଟ ପାଇଁ ଲାମିନେସନ ପେପର ଫ୍ରାନ୍ସରୁ ମଗା ଯାଇଥାଏ। ଏବେ ଏହି ପେପରର ଅଭାବ ଯୋଗୁ ପାର୍ସପୋର୍ଟ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri