ଜେଲରେ ଟଳିପଡ଼ିଲେ ବିଚାରାଧୀନ କଏଦୀ

ଗଜପତି, ୯।୧୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଉପକାରାଗାରରେ ବିଚାରାଧୀନ ଜଣେ କଏଦୀଙ୍କର ସୋମବାର ସକାରେ ମୃତ୍ୟୁ ଘଟିଛି। ସେ ହେଲେ ଜୟପାଲ ସିଂ। ତାଙ୍କ ଘର ହରିଆଣାରେ ବୋଲି ଜଣାପଡ଼ିଛି । ତେବେ ଜୟପାଲ ଗଞ୍ଜେଇ ଚାଲାଣ ମାମଲାରେ ଗତ ଅକ୍ଟୋବର ୧୬ରୁ ଜେଲରେ ଥିଲେ। ଏ ନେଇ ସୂଚନା ଦେଇଛନ୍ତି ଜେଲ ଅଧିକ୍ଷକ ହନୁ ସେଠୀ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ: ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଗିରଫ

କଟକ ଅଫିସ, ୨୩ା୧୧: ୧୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ବିଦ୍ୟୁତ୍‌ ବିଭାଗର କନିଷ୍ଠ ଯନ୍ତ୍ରୀ ଭବାନୀ ଶଙ୍କର ମହାନ୍ତ। ସେ...

ଅନୁସୂଚିତ ଜନଜାତିଙ୍କ ଜମିରେ ନିର୍ମାଣ ମାମଲା: କାର୍ଯ୍ୟ ବନ୍ଦ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୬ା୧୧- ରାଉରକେଲା ହାମିରପୁର ଅଞ୍ଚଳର ସୁବୋଧ କୁଲୁଙ୍କ ଜମି ଉପରେ ରାଉରକେଲା ମ୍ୟୁନିସିପାଲିଟିର ଚାଲିଥିବା ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ...

ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ

ବାରିପଦା ଅଫିସ,୨୭ା୮- ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ସୋମବାର ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଭାପତି ନନ୍ଦ...

କୋକିଢ଼ିହ-ଗାରୋଇ ରାସ୍ତାରେ ଫସିଲା ହାଇଓ୍ବା ୧୨ ଘଣ୍ଟା ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ନାଉଗଁା,୧୫ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ସଦର ମହକୁମାରୁ କୋରୁଅ ପଞ୍ଚାୟତ ତେଲସରାକୁ ସଂଯୋଗୀକରଣ ପାଇଁ ନାଉଗଁା-ଗାରୋଇ ରାସ୍ତା ରହିଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ଯାଉଛି।...

ପୁରୀରୁ ଫେରି ପାରୁ ନାହାନ୍ତି ୩୫ଶ୍ରମିକ

ବରଗଡ଼ ଅଫିସ୍‌,୨୯।୪: ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ ଛେତଗାଁର ୩୫ଜଣ ଶ୍ରମିକ ପୁରୀ ଜିଲାକୁ ଦାଦନ ଖଟିବାକୁ ଯାଇ ସେଠାରେ ଅସୁରକ୍ଷିତ ଅବସ୍ଥାରେ ରହିଛନ୍ତି।...

ବାଙ୍କିଶୋଳରେ ହେବ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ହସ୍ପିଟାଲ୍‌

ବାରିପଦା ଅଫିସ, ୮ା୪- ମୟୂରଭଞ୍ଜ ଜିଲା ବାରିପଦା ସଦର ବ୍ଲକ ଅଧୀନ ବାଙ୍କିଶୋଳଠାରେ ଥିବା କିସ୍‌ ବିଦ୍ୟାଳୟ ପରିସରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ଼- ୧୯...

୩୭ ବର୍ଷରେ ଜଳକଳଙ୍ଗ ଗଜଲକ୍ଷ୍ମୀ ପୂଜା

ହାଟଡିହୀ,୧୩।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ବଜାର ସାର୍ବଜନୀନ ପୂଜା କମିଟି ପକ୍ଷରୁ ମା’ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ ହୋଇଛି। ଦୀର୍ଘ ୩୭ବର୍ଷ ଧରି...

ବିଜେଡି ବଢିଛି, ଭାଜପା କମିଛି

ଯାଜପୁର ଅଫିସ,୨୮ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଜିଲା ପରିଷଦ ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଚୂଡ଼ାନ୍ତ ଫଳାଫଳ ଭାଜପା ଓ କଂଗ୍ରେସକୁ ନିରାଶ କରିଛି। ସମସ୍ତ...

Advertisement
Archives

Model This Week