ଜେଲରେ ଟଳିପଡ଼ିଲେ ବିଚାରାଧୀନ କଏଦୀ

ଗଜପତି, ୯।୧୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଉପକାରାଗାରରେ ବିଚାରାଧୀନ ଜଣେ କଏଦୀଙ୍କର ସୋମବାର ସକାରେ ମୃତ୍ୟୁ ଘଟିଛି। ସେ ହେଲେ ଜୟପାଲ ସିଂ। ତାଙ୍କ ଘର ହରିଆଣାରେ ବୋଲି ଜଣାପଡ଼ିଛି । ତେବେ ଜୟପାଲ ଗଞ୍ଜେଇ ଚାଲାଣ ମାମଲାରେ ଗତ ଅକ୍ଟୋବର ୧୬ରୁ ଜେଲରେ ଥିଲେ। ଏ ନେଇ ସୂଚନା ଦେଇଛନ୍ତି ଜେଲ ଅଧିକ୍ଷକ ହନୁ ସେଠୀ।