ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ। ସେ ରାତିରେ ଖାଇପିଇ ଶୋଇଥିଲେ, ସକାଳୁ ଆଉ ଉଠି ନ ଥିଲେ। ଚିକିତ୍ସା ପାଇଁ ନେବା ପରେ ସେଠାରେ ମୃତ ଘୋଷଣା କରିଛନ୍ତି ଡାକ୍ତର। ସେ ଏକାଧିକ ରୋଗରେ ପୀଡ଼ିତ ଥିଲେ। ଡକାୟତି ଓ ହତ୍ୟା ମାମଲାର ଝାରପଡ଼ା ଜେଲ୍‌ରେ ରହି ସଜା କାଟୁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ସୁନୀଲ ଗାଭାସ୍କର, ଗମ୍ଭୀରଙ୍କୁ କଲେ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଛି। ଏହା ପ୍ରଥମ ଥର ପାଇଁ…

ସିରିଜ୍ ହାରିବା ପରେ ଗୌତମ ଗମ୍ଭୀରଙ୍କୁ ଟ୍ରୋଲ୍ କଲା ଆଇସଲାଣ୍ଡ କ୍ରିକେଟ୍,ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଆୟର୍ଲାଣ୍ଡ କ୍ଲିନ ସୁଇପ କରିଛି । ଅନ୍ତିମ ଅନ୍ତର୍ଜାତୀୟ ଟି ୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ଏକ ରନରେ ଭାରତକୁ ପରାଜୟ କରିଛି…

‘କ୍ଷମା ମାଗୁ ଭାରତ…’ କାହିଁକି ଏପରି ଆକ୍ଷେପ କରୁଛନ୍ତି ବାଂଲାଦେଶୀ ସାଂସଦ, କାହିଁକି ଯୁଦ୍ଧମୁଖୀ ଆଚରଣ କରୁଛି ଢାକା? ଜାଣନ୍ତୁ…

ଢାକା,୨୯।୬: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମ୍ପର୍କରେ ପଡ଼ୋଶୀ ଦେଶର ମତ ମଜବୁତ ହୋଇନାହିଁ; ଢାକାରେ ଭାରତ ବିରୋଧୀ ବୟାନବାଜି ଜୋର ଧରିଛି। ବିରୋଧୀ ନ୍ୟାସନାଲ…

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

‘ମୁଁ ମୃତ୍ୟୁକୁ ଭୟ କରେ ନାହିଁ; ମୁଁ ଏହି ବର୍ଷ ଫେରିବି’ – ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବୟାନକୁ ନେଇ ବାଂଲାଦେଶ ରାଜନୀତିରେ ହଇଚଇ

ଢାକା,୨୯।୬: ୨୦୨୪ ମସିହାରେ କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ଭାରତରେ ରହୁଥିବା ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଏହି…

ଜର୍ମାନୀ ଜଙ୍ଗଲରେ ଲାଗିଲା ନିଆଁ, ତାପମାତ୍ରା ସର୍ବକାଳୀନ ରେକର୍ଡ

ବର୍ଲିନ,୨୯ା୬(ଏପି): ସମଗ୍ର ୟୁରୋପ ମହାଦେଶ ବର୍ତ୍ତମାନ ଭୟଙ୍କର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସନ୍ତୁଳିତ ହେଉଛି। ପ୍ରବଳ ଗରମ ଯୋଗୁ ଗତ ବୁଧବାର, ଗୁରୁବାର, ଶୁକ୍ରବାର କେବଳ ଫ୍ରାନ୍ସରେ…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri