ଏମକେସିଜି କୋଭିଡ ହସ୍ପିଟାଲରୁ କଏଦୀ ଚମ୍ପଟ

ବ୍ରହ୍ମପୁର ଅଫିସ,୭।୮: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କୋଭିଡରେ ଚିକିତ୍ସାଧୀନ ଥିବା ଜଣେ କଏଦୀ ଶନିବାର ଭୋରୁ ଚମ୍ପଟ ମାରିଛନ୍ତି। ଫେରାର କଏଦୀ ଜଣଙ୍କ ହେଲେ ବାଲିଗୁଡା ଉପ କାରାଗାରର କୀର୍ତ୍ତି ସିଂ(୩୭) । ତାଙ୍କ ଠାରେ କୋଭିଡ ପଜିଟିଭ୍‌ ଚିହ୍ନଟ ପରେ ୧ ତାରିଖରେ ତାଙ୍କୁ ଏମ୍‌କେସିଜିକୁ ସ୍ଥାନାନ୍ତର କରାଯାଇଥିଲା । ତାଙ୍କ ସହ ଏକାଧିକ ପୋଲିସ କର୍ମଚାରୀ ମଧ୍ୟ ଏମ୍‌କେସିଜିକୁ ଆସିଥିଲେ । ତାଙ୍କୁ ଦିନ ରାତି ପୋଲିସ ଜଗି ରହୁଥିଲେ । ହେଲେ ଶନିବାର ଭୋରୁ ସେ ନିଜ ଶଯ୍ୟାରୁ କେଉଁ ଆଡେ ଫେରାର ହୋଇଯାଇଥିଲେ। ଏସକର୍ଟ ଟିମ ଅଭିଯୋଗ ପରେ ବୈଦ୍ୟନାଥପୁର ଥାନାରେ ମାମଲା ରୁଜୁ ହୋଇ ତଦନ୍ତ ହେବ ବୋଲି ଏମକେସିଜି ଫାଣ୍ଡି ଅଧିକାରୀ ଜନ୍ମଜୟ ମାଲିକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ଗଞ୍ଜାମରେ ପୁଣି କରୋନା ପଜିଟିଭ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮

ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଗଞ୍ଜାମ ଜିଲାର ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ରେ...

ସ୍ବାୟତ୍ତ ଶାସନ ଦିବସରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ଜିଲାପାଳଙ୍କ ନାଁରେ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୭।୯: ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତ୍‌ସିଂହପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ବିମଳ ଲେଙ୍କାଙ୍କ ନାଁରେରେ ଏନ୍‌ଏଚ୍‌ଆର୍‌ସି (ଜାତୀୟ ମାନବ...

ଅଢ଼େଇ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତଙ୍କୁ ଛେଚିଲେ ଗ୍ରାମବାସୀ

ବଡ଼ବିଲ,୨୪ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଚଟେଇ ହଟିଂ ଅଞ୍ଚଳରେ ଶନିବାର ଏକ ଲଜ୍ଜାକର ଘଟଣା ଘଟିଛି। ଜଣେ ଅଢ଼େଇ ବର୍ଷର ଶିଶୁ କନ୍ୟାକୁ...

ନାଳ ଅବରୋଧ କରି ରାସ୍ତା ନିର୍ମାଣ

କେନ୍ଦୁଝର,୨୦ା୩(ସ୍ବ.ପ୍ର.):କେନ୍ଦୁଝର ସଦର ତହସିଲ ଅନ୍ତର୍ଗତ ଧୃର୍ପଦା ନିକଟରେ ରାସ୍ତା ନିର୍ମାଣକୁ ନେଇ ଅସନ୍ତୋଷ ଦେଖାଦେଇଛି। ଜାତୀୟ ରାଜପଥ ୪୯ କଡ଼ରେ ପୂର୍ତ୍ତ ବିଭାଗ ରାସ୍ତା ଏବଂ...

ପିଲା କଳିରୁ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ, ୬ା୧-ଦୁଇ ଛୋଟ ପିଲାଙ୍କ ମଧ୍ୟରେ ଖେଳକୁଦ ଚାଲିଥିଲା। ଜଣେ ଅନ୍ୟ ଜଣଙ୍କ ହାତକୁ କାମୁଡ଼ି ଦେଲା ା ଏହାକୁ ନେଇ ଉଭୟ ପିଲାଙ୍କ...

ମାମଲା ରୁଜୁ କଲା ସିବିଆଇ

ବାଲେଶ୍ୱର ଅଫିସ/ବାହାନଗା(ଡି.ଏନ.ଏ.)/ ଭୁବନେଶ୍ୱର,୭ା୬ (ବ୍ୟୁରୋ): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ମାମଲା ରୁଜୁ କରିବା ସହ ୧୦...

ଦୁର୍ଗା ମନ୍ଦିରକୁ ସିଲ୍‌ କରିଦେଲା ପ୍ରଶାସନ

ସରଣ୍ଡା,୨୯।୩(ଡି.ଏନ.ଏ)-ବରଗଡ଼ ଜିଲା ଅତାବିରାରେ ରହିଥିବା ଦୁର୍ଗା ମନ୍ଦିରକୁ ଶନିବାର ପ୍ରଶାସନ ପକ୍ଷରୁ ସିଲ୍‌ କରି ଦିଆଯାଇଛି। ସେଠାକୁ ପ୍ରବେଶ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଛି ।...

ଆରମ୍ଭ ହେଲା ‘ପୁରୀ ପଢ଼େ, ପୁରୀ ବଢ଼େ’ କାର୍ଯ୍ୟକ୍ରମ ବହି ହେଉଛି ବନ୍ଧୁ: ଚିତ୍ରା ଅରୁମୁଗମ୍‌

ପୁରୀ ଅଫିସ, ୮ା୧୨: ଆଗକୁ ଯିବାର ଏକମାତ୍ର ରାସ୍ତା ହେଉଛି ଶିକ୍ଷା। ଯାହା ପାଖରେ ଶିକ୍ଷା ଅଛି ତାଙ୍କୁ କେହି ଅଟକାଇ ପାରିବେ ନାହିଁ। ସ୍କୁଲ...

Advertisement
Archives

Model This Week