ଜେଲ୍‌ରୁ କଏଦୀ ଚମ୍ପଟ

ହିନ୍ଦୋଳ,୨ା୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ସବ୍‌ଜେଲରୁ ଶୁକ୍ରବାର ଜଣେ ବିରାରାଧୀନ କଏଦୀ ପାଚେରି ଡେଇଁ ଚମ୍ପଟ ମାରିଛନ୍ତି। ତାଙ୍କ ନାମ ବିରଞ୍ଚି ବେହେରା। ସେ ଏକ ହତ୍ୟା ଘଟଣାରେ୨୪ ତାରିଖରୁ ଜେଲ୍‌ରେ ଥିଲେ। ତାଙ୍କ ଘର ରାସୋଳ ଥାନା ଦଣ୍ଡିରୀ ଗ୍ରାମରେ।