ଜେଲ୍‌ରୁ ୨ କଏଦୀ ଚମ୍ପଟ ମାରିବା ଘଟଣାରେ ସାମ୍ନାକୁ ଆସିଲା ବଡ଼ ଷଡ଼ଯନ୍ତ୍ର

ଚୌଦ୍ୱାର,୫ା୧୦: ଚୌଦ୍ବାର ଜେଲ୍‌ରୁ ୨ କଏଦୀ ଚମ୍ପଟ ମାରିବା ଘଟଣାରେ ସାମ୍ନାକୁ ଆସିଛି ଏକ ବଡ଼ ଷଡ଼ଯନ୍ତ୍ରର ଗନ୍ଧ। ଚମ୍ପଟ ମାରିଥିବା ସେଲ ସର୍ଚ୍ଚ କରିବା ପରେ ଶୌଚାଳୟ ଭିତରୁ ମୋବାଇଲ, ଚାର୍ଜର ସହ ପାଓ୍ବାର ବ୍ୟାଙ୍କ ବି ମିଳିଥିବା ସୂଚନା ମିଳିଛି। ସେଲ୍‌କୁ ଫୋକସ କରାଯାଇଥିବା ସିସି କ୍ୟାମେରାର ଦିଗ ବଦଳାଯାଇଛି।

ଦଶହରାରେ ୨ ବିହାରୀ କଏଦୀଙ୍କୁ ସେଲ୍‌ ବାହାରକୁ ବୁଲିବାକୁ ଛଡ଼ାଯାଇଥିଲା। ଘଟଣା ପୂର୍ବରୁ କଏଦୀଙ୍କ ପାଖରେ ଆରି ଥିବା ଜଣାଇଥିଲେ ଅନ୍ୟ ଜଣେ କଏଦୀ। ଏହା ସତ୍ତ୍ବେ ଜେଲ୍‌ ମାନୁଆଲ ଅନୁସାରେ କଏଦୀଙ୍କ ଠିକଣା ବଦଳା ଯାଇ ନ ଥିଲା। ମାନୁଆଲ ଅନୁସାରେ ଜେଲ ଅଧୀକ୍ଷକ, ଜେଲର୍‌ ପ୍ରତ୍ୟେକ ଦିନ ସେଲ୍‌ ସର୍ଚ୍ଚ କରିବା କଥା। କିନ୍ତୁ ୩ ମାସ ହେବ ଉଭୟ କଏଦୀ ରହୁଥିବା ସେଲ ସର୍ଚ୍ଚ ହୋଇ ନ ଥିବା ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri