୬ ଦିନ ପରେ ଧରାପଡ଼ିଲେ ଫେରାର କଏଦୀ

ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମଦନପୁର ରାମପୁର ସବ୍‌ ଜେଲ ପାଚେରି ଡେଇଁ ଜଣେ ବିଚାରାଧୀନ କଏଦୀ ଗତ ୧୧ ତାରିଖରେ ଚମ୍ପଟ ମାରିଥିଲେ। ଫେରାର୍‌ କଏଦୀ ଜଣକ ନର୍ଲା ଥାନା ରୁପ୍ରା ରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝୀ ବୋଲି ଜଣାପଡିଥିଲା।
ନର୍ଲା ଥାନା ଅଧିକାରୀ ଗଙ୍ଗାଧର ମେହେରଙ୍କ ନେତୃତ୍ୱରେ ଏକ ଟିମ୍‌ ତଦନ୍ତ ଆରମ୍ଭ କରିଥିଲା। କୌଣସି ସୂତ୍ରରୁ ଖବର ପାଇ ଶୁକ୍ରବାର ଚିଆପଦର ଗ୍ରାମରୁ ଫେରାର କଏଦୀ ବିଶାମିତ୍ରଙ୍କୁ ନର୍ଲା ପୋଲିସ ୬ ଦିନ ପରେ ଗିରଫ କରିଛି। ଏକ ଘରୋଇ ଗଣ୍ଡଗୋଳ ମାମଲାରେ ନର୍ଲା ପୋଲିସ ବିଶାମିତ୍ରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ତେବେ ନିର୍ଯାତନାରେ ଅତିଷ୍ଠ ହୋଇ ପରିବାର ଲୋକେ ହିଂସ୍ରକ ସାଜିଥିବା ଅଭିଯୁକ୍ତ ବିଶାମିତ୍ରର ଜାମିନ ଆବେଦନ କରି ନ ଥିଲେ । ଫଳରେ ଗତ ଡିସେମ୍ବରରୁ ସେ ମଦନପୁର ରାମପୁର ସବ୍‌ ଜେଲରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri