ପୃଥ୍ବୀ-୨ର ରାତ୍ରକାଳୀନ ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଆଇଟିଆର ପରିସରରେ ବୁଧବାର ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିପାରୁଥିବା ଏହି ସ୍ବଳ୍ପ ଦୂରଗାମୀ ବାଲାଷ୍ଟିକ କ୍ଷେପଣାସ୍ତ୍ରର ପରୀକ୍ଷଣ ୩ନଂ ଲଞ୍ଚପ୍ୟାଡରୁ ହୋଇଥିଲା। ଏହାର ଲକ୍ଷ୍ୟଭେଦ କ୍ଷମତା ୨୫୦କି.ମି. ରୁ ୩୦୦ କି.ମି.। ଏହି କ୍ଷେପଣାସ୍ତ୍ର ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ଉଭୟ ପାରମ୍ପରିକ ଓ ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି। ଏହାର ଲମ୍ବ ୮. ୫୬ ମିଟର ବୋଲି ଡିଆରଡିଓ(ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ) ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri