Posted inଖେଳ

ପୃଥ୍ବୀ ଶ ଦେବେ ମ୍ୟାଚ ଫି’ର ୨୫ ପ୍ରତିଶତ ଜରିମାନା

ନୂଆଦିଲ୍ଲୀ,୨।୫: ରବିବାର ପ୍ରଥମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ପରାଜୟର ସମ୍ମୁଖୀନ ହୋଇଛି ଦିଲ୍ଲୀ। ଅନ୍ୟପକ୍ଷେ ଦିଲ୍ଲୀ କ୍ୟାପିଟାଲ ଚଳିତ ଆଇପିଏଲ୍‌ ସିଜନରେ ୯ଟି ମ୍ୟାଚ ଖେଳି ୪ଟିରେ ବିଜୟୀ ହୋଇଥିବା ବେଳେ ୫ଟିରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏଥିସହ ଦିଲ୍ଲୀ ପଏଣ୍ଟ ଟେବୁଲ ତାଲିକାରେ ୬ନମ୍ବର ସ୍ଥାନରେ ରହିଛି।

ଦଳ ସଂଘର୍ଷ କରୁଥିବା ବେଳେ ବ୍ୟାଟର ପୃଥ୍ବୀ ଶଙ୍କୁ ଆଚାର ସଂହିତା ଉଲ୍ଲଂଘନ ମାମଲାରେ ଆଇପିଏଲ୍‌ ଦଣ୍ଡିତ କରିଛି। ତାଙ୍କ ମ୍ୟାଚ ଫି’ର ୨୫ ପ୍ରତିଶତ ଜରିମାନା ଦେବାକୁ ଆଇପିଏଲ୍‌ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଆଇସିସିର ସୂଚନା ମୁତାବକ, ପୃଥ୍ବୀ ଆଇପିଏଲ୍‌ ଆଚାର ସଂହିତାର ଅନୁଚ୍ଛେଦ ୨.୨ ଉଲ୍ଲଂଘନ କରି ଦୋଷ ସ୍ବୀକାର କରିଛନ୍ତି। ଅମ୍ପାୟରଙ୍କ ବିରୋଧରେ କିଛି କହିବା କିମ୍ବା ଇସାରା କରିବା ଆଇନ ଅନୁଯାୟୀ ଦଣ୍ଡନୀୟ ଅପରାଧ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri