Posted inଖେଳ

ପ୍ରେମିକାଙ୍କ ଡ୍ୟାନ୍ସ ଭିଡିଓ ଦେଖି ଏମିତି ପ୍ରତିକ୍ରିୟା ଦେଲେ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ’ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛନ୍ତି। ସେଠାରେ ସେ ଅଭ୍ୟାସ ଆରମ୍ଭ କରିଛନ୍ତି। ମାତ୍ର ୧୮ ବର୍ଷୀୟ ଚମତ୍କାର ଶତକ ସହ ଟେଷ୍ଟ ଡେବ୍ୟୁ କରିଥିବା ଶ’ଙ୍କୁ ଦେଶର ଭବିଷ୍ୟତ କୁହାଯାଏ। ଏବେ ସେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏବେ ସେ ଅଭିନେତ୍ରୀ ପ୍ରାଚୀ ସିଂଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା ହେଉଛି। ନିକଟରେ ପ୍ରାଚୀ ଏକ ବେଲି ଡ୍ୟାନ୍ସ ଭିଡିଓ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଭିଡିଓ ପୋଷ୍ଟ ହେବାର କିଛି ମିନିଟ୍‌ ମଧ୍ୟରେ ଲାଇକ୍‌ କରିଥିଲେ। ପୂର୍ବରୁ ଶ’ଙ୍କୁ ନିଆରା ଢଙ୍ଗରେ ଜନ୍ମଦିନ ଶୁଭେଚ୍ଛା ଜଣାଇଥିଲେ ପ୍ରାଚୀ। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ପ୍ରାଚୀ ଶ’ଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏକ ଲଭ୍‌ ଇମୋଜୀ ଦେଇଥିଲେ। ପୂର୍ବରୁ ମଧ୍ୟ ସୋସିଆଲ ମିଡିଆରେ ବାର୍ତ୍ତାଳାପ ଦେଖି ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ଆଲୋଚନା ହେଉଛି। ପୂର୍ବରୁ ଶ’ ଏବଂ ପ୍ରାଚୀଙ୍କ ମଧ୍ୟରେ ବେଶ୍‌ ଭଲ ବନ୍ଧୁତା ଥିବା ଜଣାପଡିଛି। କ୍ରିକେଟରୁ ସମୟ ମିଳିଲେ ପ୍ରାଚୀଙ୍କ ସହ ବୁଲିବାକୁ ଯାଆନ୍ତି ଶ’। ଗତକିଛିଦିନ ତଳେ ପ୍ରାଚୀଙ୍କ ସହ ଶ’ ଥଟ୍ଟାମଜା କରୁଥିବା ଚାଟ୍‌ ଏବେ ଭାଇରାଲ ହୋଇଛି। ଭଭୟ ପରସ୍ପରକୁ ମିସ୍‌ କରୁଥିବା ମଧ୍ୟ କହିଛନ୍ତି। ସୂଚନାଯୋଗ୍ୟ, ଟିମ ଇଣ୍ଡିଆର ପରବର୍ତ୍ତୀ ସୁପରଷ୍ଟାର ଭାବରେ ଶ’ଙ୍କୁ ସଚିନ ତେନ୍ଦୁଲକର ଏବଂ ବ୍ରାଏନ ଲାରାଙ୍କ ଭଳି କିମ୍ବଦନ୍ତୀ ସହିତ ତୁଳନା କରାଯାଏ। ତେବେ ଆହତ କାରଣରୁ ଶ’ କିଛି ଦିନ ପାଇଁ କ୍ରିକେଟରୁ ଦୂରେଇ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ଶତକ ମାରି ବଡ଼ ରେକର୍ଡ କଲେ ତିଲକ ବର୍ମା: ଆଇପିଏଲ ଇତିହାସରେ…

ମୁମ୍ବାଇ,୨୦।୩: ତିଲକ ବର୍ମାଙ୍କ ବିସ୍ଫୋରକ ଶତକ ଏବଂ ନମନ ଧୀରଙ୍କ ଦୃଢ଼ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ସୋମବାର ଅନୁଷ୍ଠିତ ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ…

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ…

ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri