Posted inଖେଳ

ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ ନିଜର ୨୧ତମ ଜନ୍ମଦିନ ପାଳନ କରିଛନ୍ତି। ଏବେ ୟୁଏଇରେ ଆଇପିଏଲରେ ବ୍ୟସ୍ତ ଥିବା ଶ’ଙ୍କୁ ଅନେକ ପ୍ରଶଂସକ ଏବଂ ସାଥୀ ଖେଳାଳି ଜନ୍ବଦିନ ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ତାଙ୍କର ଜଣେ ଖଶସ୍‌ ବନ୍ଧୁ ଶ’ଙ୍କୁ ନିଆରା ଢଙ୍ଗରେ ଜନ୍ମଦିନ ଶୁଭେଚ୍ଛା ଜଣାଇଥିଲେ। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶ’ଙ୍କ ଖାସ୍‌ ବନ୍ଧୁ ଜଣଙ୍କ ହେଉଛନ୍ତି ଅଭିନେତ୍ରୀ ପ୍ରାଚୀ ସିଂ। ମାତ୍ର ୧୮ ବର୍ଷ ବୟସରେ ଟେଷ୍ଟ ଡେବ୍ୟୁ ମ୍ୟାଚ୍‌ରେ ଶତକ ହାସଲ କରିଥିବା ପୃଥ୍ବୀ ଶ’ ଏବେ ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡିଥିବା ଚର୍ଚ୍ଚା ହେଉଛି। ପ୍ରାଚୀ ଶ’ଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏକ ଲଭ୍‌ ଇମୋଜୀ ଦେଇଥିଲେ। ପୂର୍ବରୁ ମଧ୍ୟ ସୋସିଆଲ ମିଡିଆରେ ବାର୍ତ୍ତାଳାପ ଦେଖି ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ଆଲୋଚନା ହେଉଛି। ପୂର୍ବରୁ ଶ’ ଏବଂ ପ୍ରାଚୀଙ୍କ ମଧ୍ୟରେ ବେଶ୍‌ ଭଲ ବନ୍ଧୁତା ଥିବା ଜଣାପଡିଛି। କ୍ରିକେଟରୁ ସମୟ ମିଳିଲେ ପ୍ରାଚୀଙ୍କ ସହ ବୁଲିବାକୁ ଯାଆନ୍ତି ଶ’। ଗତକିଛିଦିନ ତଳେ ପ୍ରାଚୀଙ୍କ ସହ ଶ’ ଥଟ୍ଟାମଜା କରୁଥିବା ଚାଟ୍‌ ଏବେ ଭାଇରାଲ ହୋଇଛି। ଭଭୟ ପରସ୍ପରକୁ ମିସ୍‌ କରୁଥିବା ମଧ୍ୟ କହିଛନ୍ତି। ସୂଚନାଯୋଗ୍ୟ, ଟିମ ଇଣ୍ଡିଆର ପରବର୍ତ୍ତୀ ସୁପରଷ୍ଟାର ଭାବରେ ଶ’ଙ୍କୁ ସଚିନ ତେନ୍ଦୁଲକର ଏବଂ ବ୍ରାଏନ ଲାରାଙ୍କ ଭଳି କିମ୍ବଦନ୍ତୀ ସହିତ ତୁଳନା କରାଯାଏ। ତେବେ ଆହତ କାରଣରୁ ଶ’ କିଛି ଦିନ ପାଇଁ କ୍ରିକେଟରୁ ଦୂରେଇ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ୍‌ ପରୀକ୍ଷାବେଳେ କପି ଦେଉଥିଲେ ୩ ଶିକ୍ଷକ, ଫ୍ଲାଇଂ ସ୍କ୍ବାଡ୍‌ ହାତରେ ପଡିଲେ ଧରା, ତା’ପରେ…

ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କୋଲନରା ବ୍ଲକ କୈଳାସପୁର ସରକାରୀ ହାଇସ୍କୁଲରେ ଦଶମ ପରୀକ୍ଷା ବେଳେ ବାହାର ସ୍କୁଲର ୩ ଜଣ ଶିକ୍ଷକଙ୍କୁ କପି ଦେଉଥିବା…

ଘାଟିରେ ଓଲଟିଲା ପାଉଡର ବୋଝେଇ ଟ୍ରକ୍‌

କୋକସରା,୨ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କଳାହାଣ୍ଡି-ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଏପି ୧୬ ଟିଜେ ୧୮୭୭ ନମ୍ବର…

ଭଡା ଘରେ ଚାଲୁଥିଲା ନକଲି ବିଦେଶୀ ମଦ ପ୍ରସ୍ତୁତ, ଅଚାନକ ଚଢାଉ କଲା ଅବକାରୀ ବିଭାଗ, ତା’ପରେ…

ଧର୍ମଗଡ଼,୨।୩(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ଜଗନ୍ନାଥ ପଡାର ଏକ ଭଡା ଘରେ ନକଲି ବିଦେଶୀ ମଦ ପ୍ରସ୍ତୁତ କରାଯାଉଥିବା ସୂଚନା ପାଇ ସୋମବାର ସକାଳୁ ଅବକାରୀ…

ମହେନ୍ଦ୍ରଗିରି ବୁଲିବାକୁ ଯାଇ ସନ୍ଧ୍ୟାରେ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ୨ ଗୁରୁତର

ମୋହନା,୨ା୩(ମନ୍ମଥ ମିଶ୍ର): ମୋହନା ଥାନା ଅନ୍ତର୍ଗତ ତଲାସିଂ ଗ୍ରାମ ନିକଟ ରାଜ୍ୟ ରାଜପଥ ବୁଲାଣି ନିକଟ ଶଙ୍ଖରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ…

ଡେପୁଟେଶନରେ ଆସିଲେ ନିଶ୍ଚେତକ ବିଶେଷଜ୍ଞ, ସୁଧୁରିବ ଭଞ୍ଜନଗର ମେଡିକାଲର ସ୍ବାସ୍ଥ୍ୟସେବା

ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ସ୍ବାସ୍ଥ୍ୟସେବାକୁ ସୁଧାରିବା ପାଇଁ ପ୍ରୟାସ ହୋଇଛି। ଏହିଭଳି ପରିସ୍ଥିତିରେ ସୋମବାର ବ୍ରହ୍ମପୁର ସିଟି ହସ୍ପିଟାଲରୁ ଜଣେ ନିଶ୍ଚେତକ…

ବାହାରିନରେ ଫଶିଛନ୍ତି ଶତାଧିକ ଏଫ୍‌୧ ଷ୍ଟାଫ୍‌: ଫେରିବାକୁ ମିଳୁ ନାହିଁ ବାଟ

ମନମା,୨।୩: ଫର୍ମୁଲା-୧ ରେସିଂ ସହ ଜଡ଼ିତ ଶତାଧିକ ଷ୍ଟାଫ ବାହାରିନରେ ଫଶି ରହିଛନ୍ତି। ମିଡିଲ ଇଷ୍ଟରେ ଦେଖାଦେଇଥିବା ଯୁଦ୍ଧ ପରିସ୍ଥିତି ଯୋଗୁ ସେମାନଙ୍କୁ ସ୍ୱଦେଶ ଫେରିବାକୁ ବାଟ…

ଯାଦବ ସମାଜ ଦ୍ୱାରା ଆୟୋଜିତ ଦୋଳ ଉତ୍ସବରେ ଯୋଗ ଦେଲେ ନରସିଂହ, କହିଲେ…

ବଲାଙ୍ଗୀର,୨।୩( ସୁନିଲ କୁମାର ମହାନ୍ତି); ଦୋଳ ମହୋତ୍ସବ କେବଳ ବଲାଙ୍ଗୀରରେ ନୁହେଁ ସମଗ୍ର ଦେଶରେ ସମସ୍ତ ଜାତି, ଧର୍ମ, ବର୍ଣ୍ଣ ଲୋକେ ଏକତ୍ରିତ ହୋଇ ପାଳନ କରିଥାନ୍ତି…

ଯାତ୍ରୀବାହୀ ବସ୍‌ ପଛରେ ପିଟିହେଲା ଅଟୋ

ଦିଗପହଣ୍ଡି,୨ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ସୋମବାର ଅପରାହ୍ନରେ ନୀଳକଣ୍ଠ ନାମକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ. ଓଡି୦୭-୩୭୧୦) ପଛରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri