Posted inଖେଳ

ବଂଶୀ ବଜାଇଲେ ଧାଓ୍ବନ: ସ୍ବରର ତାଳେ ତାଳେ ଗୀତ ଗାଇଲେ ଶ’

କଲମ୍ବୋ,୧୬।୭: ଭାରତୀୟ ଓପନର୍‌ ଶିଖର ଧାଓ୍ବନ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଏବଂ ତାଙ୍କ ପ୍ରଶଂସକଙ୍କ ସହ ଫଟୋ-ଭିଡିଓ ଶେୟାର କରନ୍ତି। ନିକଟରେ ସେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ ବଂଶୀ ବଜାଉଥିବାର ନଜର ଆସିଛନ୍ତି। ଯୁବ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ତାଙ୍କ ପଛରେ ଠିଆ ହୋଇଛନ୍ତି ଏବଂ ସେ ବଂଶୀ ସ୍ବରରେ ଏକ ଗୀତ ଗାଉଛନ୍ତି। ଧାୱନ ଏବଂ ପୃଥ୍ବୀ ଦଳ ସହ ଶ୍ରୀଲଙ୍କା ଗସ୍ତରେ ଅଛନ୍ତ। ଏହି ଗସ୍ତରେ ଧାୱନ ଟିମ ଇଣ୍ଡିଆର ଦାୟିତ୍ୱ ତୁଲାଇଥିବାବେଳେ ରାହୁଲ ଦ୍ରାବିଡଙ୍କୁ ମୁଖ୍ୟ ପ୍ରଶିକ୍ଷକ ଭାବରେ ଦାୟିତ୍ୱ ଦିଆଯାଇଛି।
ଧାୱନ ଭିଡିଓର କ୍ୟାପସନରେ ଲେଖିଛନ୍ତି, ‘ଗୁରୁବାର ଟ୍ୟୁନ୍ସ, ଆମ ଘରର ସୁପରଷ୍ଟାର ଗାୟକ ପୃଥ୍ବୀ ଶ’। ସେ ପୃଥ୍ବୀଙ୍କୁ ମଧ୍ୟ ଟ୍ୟାଗ କରିଥିଲେ। ଏହି ଭିଡିଓରେ ପୃଥ୍ବୀ ‘ୟେ ଶ୍ୟାମ ମସ୍ତାନୀ, ମଦହୋଶ କିୟେ ଜାଏ ..’ ଗୀତ ଗାଉଥିବାବେଳେ ଶିଖର ମଧ୍ୟ ସମାନ ଧୁନ୍‌ରେ ବଂଶୀ ବଜାଉଛନ୍ତି।
ଜୁଲାଇ ୧୮ ରୁ ଆରମ୍ଭ ହେବାକୁ ଥିବା ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ଏବଂ ଟି -୨୦ ସିରିଜ ଖେଳାଯିବ। ଏହାପୂର୍ବରୁ ଏହି ସିରିଜ ଜୁଲାଇ ୧୪ରୁ ଆରମ୍ଭ ହେବାକୁ ଥିଲା, କିନ୍ତୁ ଶ୍ରୀଲଙ୍କା ଦଳରେ କରୋନା ରିପୋର୍ଟ ହେବା ପରେ ଏହାର ତାରିଖ ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri