ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କଲେ ପୃଥ୍ବୀରାଜ ହରିଚନ୍ଦନ, କହିଲେ ନିଜ ପରାଜୟ ପାଇଁ…

ଭୁବନେଶ୍ୱର,୧୬ା୧୧: ନୂଆପଡ଼ା ପରାଜୟ ପରେ ଗୃହଶତ୍ରୁ ବିଭୀଷଣ କଥା ଉଠାଇଥିବାରୁ ରାଜ୍ୟ କଂଗ୍ରେସ ସଭାପତି ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କଟାକ୍ଷ କରି ସେ କହିଛନ୍ତି, ହାରିବାର ଅନେକ କାରଣ ବାହାରେ, ଜିତିବାର କାରଣ କେବଳ ଜୟ। ନିଜ ଦୁର୍ବଳତା ଲୁଚାଇବାକୁ ରାଜନୈତିକ ଦଳ ଅନେକ କଥା କୁହନ୍ତି। ନିଜ ପରାଜୟ ସ୍ବୀକାର କଲେ ବରଂ ଭଲ ହୁଅନ୍ତା ବୋଲି ପୃଥ୍ବୀରାଜ କହିଛନ୍ତି।

ଅନ୍ୟପକ୍ଷରେ ଭକ୍ତ କହିଥିଲେ, ଆମ ଦଳର ବିଭୀଷଣଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଆତ୍ମସମୀକ୍ଷା ପରେ ବିଭୀଷଣଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ସରକାରୀ କଳ, ଅର୍ଥବଳ ବ୍ୟବହାର ପରେ ବି ୪୦ ହଜାର ଭୋଟ ପାଇ ୨ୟ ସ୍ଥାନରେ ରହିଛୁ। ତଥାପି ଦଳ ପ୍ରତ୍ୟେକ କ୍ଷେତ୍ରକୁ ଆତ୍ମସମୀକ୍ଷା କରିବ ବୋଲି ଭକ୍ତ କହିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ଜଣେ ଲୋକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ...

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି

ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା...

ମୋଦି-ପୁଟିନଙ୍କ ମିଳିତ ପ୍ରେସ୍‌ ବିବୃତ୍ତି: ନୂଆଦିଲ୍ଲୀରୁ ବିଶ୍ୱକୁ ଦେଲେ ବଡ଼ ସନ୍ଦେଶ, କହିଲେ ଆମେ ଏକାଠି…

ନୂଆଦିଲ୍ଲୀ,୫।୧୨: ଭାରତ-ରୁଷିଆ ସମ୍ପର୍କ ଏବଂ ସହଯୋଗର ୨୫ବର୍ଷ ପୂରଣ ହେବା ଉପରେ ରୁଷିଆ ରାଷ୍ଟ୍ରପତି ପୁଟିନ ଭାରତରେ ପହଞ୍ଚିଛନ୍ତି ଏବଂ ତାଙ୍କର ଗସ୍ତ ଗୁରୁତ୍ୱପୂର୍ଣ୍ଣ। ଗତକାଲିଠାରୁ...

ମୋ ଝିଅକୁ ପ୍ୟାଡ୍‌ ଦିଅ… ଇଣ୍ଡିଗୋ ବିମାନ ବିଳମ୍ବ ମଧ୍ୟରେ ହୃଦୟ ବିଦାରକ VIDEO ଭାଇରାଲ

ନୂଆଦିଲ୍ଲୀ,୫।୧୨: ଦେଶରେ ଯାତ୍ରୀ ସୁରକ୍ଷା ଏବଂ ସୁବିଧା ବିଷୟରେ ବହୁତ ଆଲୋଚନା ହେଉଥିବାବେଳେ, ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଭାଇରାଲ ହୋଇଛି। ବିମାନବନ୍ଦର...

ସକାଳୁ ଉଠିଲେ ପାଣି ପାଇଁ ସଂଘର୍ଷ: ୩୦ ପରିବାରକୁ ଗୋଟିଏ ନଳକୂପ

ଦାରିଙ୍ଗବାଡି, ୫/୧୨ (ଅରୁଣ ସାହୁ): ଭୋର ଉଠିଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ...

ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri