ଦୁବାଇ, ୭ା୧୦ (ପି.ଟି.)-ସନରାଇଜର୍ସ ହାଇଦ୍ରାବାଦର ଆଘାତପ୍ରାପ୍ତ ସିନିୟର ପେସ୍ ବୋଲର ଭୁବନେଶ୍ୱର କୁମାରଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ପୃଥ୍ବୀରାଜ ୟାରାଙ୍କୁ ମନୋନୀତ କରାଯାଇଛି। ଅକ୍ଟୋବର ୨ରେ ଦୁବାଇରେ ଚେନ୍ନାଇ ସୁପର କିଙ୍ଗ୍ସ ଇନିଂସର ୧୯ତମ ଓଭରରେ ଭୁବନେଶ୍ୱରଙ୍କ ଜଙ୍ଘ ମାଂସପେଶୀରେ ଆଘାତ ଲାଗିଛି। ଆଘାତ ହେବା ପରେ ସେ ମାତ୍ର ଗୋଲ ବଲ୍ ପକାଇ ପଡ଼ିଆ ଛାଡ଼ିଥିଲେ। ଆନ୍ଧ୍ର ପ୍ରଦେଶର ୨୨ ବର୍ଷୀୟ ବୋଲର ୧୧ ପ୍ରଥମଶ୍ରେଣୀ ମ୍ୟାଚ୍ ଖେଳି ୩୯ ଉଇକେଟ ଅକ୍ତିଆର କରିଛନ୍ତି। ୟୁଏଇରେ ଖୁବ୍ ଶୀଘ୍ର ସେ ସନରାଇଜର୍ସ ଦଳ ସହ ଯୋଗ ଦେବେ। ଭୁବନେଶ୍ୱର ଗ୍ରେଡ୍-୨ କିମ୍ବା ଗ୍ରେଡ୍-୩ ଇଞ୍ଜୁରୀ ହୋଇଥିବା କିମ୍ବାଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କହିଛି। ଏହି ବୋଲର ୬ରୁ ୮ମାସ ପର୍ଯ୍ୟନ୍ତ ଖେଳି ପାରିବେ ନାହିଁ। ଫଳରେ ଚଳିତ ବର୍ଷ ଶେଷରେ ସେ ଅଷ୍ଟ୍ରେଲିଆ ଟୁର୍ରେ ଯାଇ ପାରିବେ କି ନା ସନ୍ଦେହ। ପୃଥ୍ବୀରାଜ ଗତ ବର୍ଷ କୋଲକାତା ନାଇଟ ରାଇଡର୍ସ ତରଫରୁ ଖେଳିଥିଲେ। ୨୦୧୯ ଏପ୍ରିଲ୍ରେ କୋଲକାତାଠାରେ ରାଜସ୍ଥାନ ବିପକ୍ଷ ମ୍ୟାଚରେ ସେ ୨ ଓଭରରେ ୨୮ ରନ ସଂଗ୍ରହ କରିଥିଲେ।
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…
ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…
IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍ମ୍ୟାନ, ୩୭ ବର୍ଷ ବୟସରେ…
ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?
ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…
ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି
ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…
ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ
ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…
ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ
ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…
Archives

