ପ୍ରୀତି ବନ୍ଧନ

ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ଆଧାର କରି ପ୍ରସ୍ତୁତ ହୋଇଛି ନୂଆ ଓଡ଼ିଆ ସିନେମା ‘ପ୍ରୀତି ବନ୍ଧନ’। ଏହି ସିନେମାଟି ଚଳିତ ମାସ ୨୫ ତାରିଖରେ ପରଦା ଉପରକୁ ଆସିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ନେକ୍ସଟ୍‌ଡୋର୍‌ ଫିଲ୍ମସ୍‌ ବ୍ୟାନରରେ ପ୍ରସ୍ତୁତ ଉକ୍ତ ଚିତ୍ରଟିର ସେନ୍‌ସର କାମ ଶେଷ ହୋଇଛି। ‘ଓଡିଆ ଘରର କଥାବସ୍ତୁ ଉପରେ କାହାଣୀ ଗତିଶୀଳ। ଏଥିରେ ଆମ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାର ଝଲକ ଦର୍ଶକ ଦେଖିବାକୁ ପାଇବେ ବୋଲି କୁହନ୍ତି ଏହାର ପ୍ରଯୋଜକ ପ୍ରଶାନ୍ତ କୁମାର ନାୟକ ଓ ନରେନ୍ଦ୍ର ପାତ୍ର। ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି ଅଭିନେତା-କମ୍‌-ନିର୍ଦ୍ଦେଶକ ରାଶେସ ମହାନ୍ତି (ସିଲୁ)। ସଂଯୋଜିତ ଗୀତଗୁଡିକୁ ସ୍ବରରେ ସଜାଇଛନ୍ତି ଅନ୍ୟତମ ଲୋକପ୍ରିୟ ମେଲୋଡି ମେକର ଅଭିଜିତ ମଜୁମଦାର୍‌। ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ସୃତି ଆର୍‌ ଓ ସୁଧାକର ବସନ୍ତ ।
ଚଳଚିତ୍ରର ନାୟକ ସମ୍ବିତ ସାଜିଥିବା ବେଳେ ତାଙ୍କ ସହ ସ୍କ୍ରିନ୍‌ ସେୟାର କରିଛନ୍ତ ତମନ୍ନା ଓ ତୃପ୍ତି। ଏମାନଙ୍କ ବ୍ୟତୀତ ପୁଷ୍ପା ପଣ୍ଡା, ପୃଥ୍ବୀରାଜ ନାୟକ, ଭୂପତି ତ୍ରିପାଠୀ, କେଦାର ମିଶ୍ର, ଥିନ୍‌, ସର ଅପା, ଅଳକା, ପ୍ରଶାନ୍ତ ନାୟକ, ନୂପୁର ଓ ସସ୍ମିତାଙ୍କୁ ମଧ୍ୟ ଦେଖିବାକୁ ମିଳିବ।
ଏହାର କ୍ରିଏଟିଭ୍‌ ହେଡ୍‌ ଓ ମିଡିଆ ପ୍ଲାନର
ଅଛନ୍ତି ପ୍ରଣୟ ଜେଠୀ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri