OSRTC ବସ୍‌କୁ ଧକ୍କା ଦେଲା ଘରୋଇ ବସ: ଏକାଧିକ ଆହତ

ଭୁବନେଶ୍ୱର,୨୩।୧: ଭୁବନେଶ୍ୱରର ବାଣୀବିହାର ଓଭରବ୍ରିଜ ଉପରେ ମଙ୍ଗଳବାର ସକାଳୁ ଏକ ଦୁର୍ଘଟଣା ଘଟିଛି। OSRTC ବସ୍‌କୁ ପଛରୁ ଏକ ଘରୋଇ ବସ୍‌କୁ ଧକ୍କା ଦେଇଛି ଘରୋଇ ବସ। ଏହି ଦୁର୍ଘଟଣାରେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ବସ୍‌ଟି ଯାତ୍ରୀଙ୍କୁ ଉଠାଇବା ପାଇଁ ସାଇଟ୍‌ କରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘରୋଇ ବସ୍‌ର ବ୍ରେକଫେଲ ହୋଇଯିବା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri