ବ୍ୟକ୍ତିଗତ ଭାବେ ହେଲା ପ୍ରିଗୋଝିନ୍‌ଙ୍କ ଅନ୍ତିମ ସଂସ୍କାର, ସାମିଲ ହେଲେନି ପୁଟିନ୍‌

ମସ୍କୋ,୩୦।୮: ୱାଗନର୍‌ ଗ୍ରୁପର ମୁଖ୍ୟ ୟେଭେଗେନି ପ୍ରିଗୋଝିନ୍‌ଙ୍କ ଅନ୍ତିମ ସଂସ୍କାର ତାଙ୍କ ସହର ସେଣ୍ଟ ପିଟର୍ସବର୍ଗର ଏକ ଶ୍ମଶାନରେ ବ୍ୟକ୍ତିଗତ ଭାବେ ହୋଇଛି। ଗତ ସପ୍ତାହରେ ବିମାନ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ପ୍ରେସ ସେବାତାଙ୍କ ଫଟୋ ସହିତ ଟେଲିଗ୍ରାମରେ ଏକ ଛୋଟ ପୋଷ୍ଟରେ କହିଛି, ପ୍ରିଗୋଝିନ୍‌ଙ୍କ ବିଦାୟ ଏକ ବନ୍ଦ ଫର୍ମାଟରେ (ବାକ୍ସ) ହୋଇଛି। ବିଦାୟ ଦେବାକୁ ଇଚ୍ଛା କରୁଥିବା ବ୍ୟକ୍ତିମାନେ ପୋରୋଖୋଭସ୍କୋଏ ଶ୍ମଶାନକୁ ଯାଇପାରିବେ।

୨୩ ଅଗଷ୍ଟରେ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ। ତାଙ୍କ ଅନ୍ତିମ ସଂସ୍କାର ପାଇଁ ଗୁପ୍ତ ଭାବରେ ବ୍ୟବସ୍ଥା କରାଯାଇଥିଲା। ଏହାପୂର୍ବରୁ କ୍ରେମଲିନ କହିଥିଲା ଯେ, ଭ୍ଲାଦିମିର ପୁଟିନ୍‌ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ। ରାଷ୍ଟ୍ରପତିଙ୍କ ମୁଖପାତ୍ର ଦିମିତ୍ରୀ ପେସ୍କୋଭ କହିଥିଲେ, ଅନ୍ତିମ ସଂସ୍କାର ବ୍ୟବସ୍ଥା ୱାଗନର୍‌ ମୁଖ୍ୟଙ୍କ ପରିବାରର ଏକ ମାମଲା। ଶେଷ ରୀତିନୀତି କେବେ ହେବ ତାହା ସେ ଜାଣନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri