ଘରୋଇ ହସ୍ପିଟାଲକୁ ମାର୍ଚ୍ଚ ସୁଦ୍ଧା ମିଳିବ କରୋନା ଟିକା: ପୁନାୱାଲା

ନୂଆଦିଲ୍ଲୀ,୪ ।୧: ସରକାର ପୁଣେ ସ୍ଥିତ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ(ସିଆଇଆଇ)ର କରୋନା ଭ୍ୟାକ୍ସିନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାଦ୍ୱାରା କେବଳ ସ୍ୱାସ୍ଥ୍ୟକର୍ମୀ ନୁହେଁ ବରଂ ସାଧାରଣ ଜନତା ମଧ୍ୟ ଲାଭ ପାଇବେ ବୋଲି କୁହାଯାଉଛି । ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାୱାଲା କହିଛନ୍ତି ସରକାରଙ୍କର ୫୦-୬୦ ମିଲିୟନ(୫୦୦-୬୦୦ଲକ୍ଷ) ଡୋଜ୍ ପ୍ରଥମ ପର୍ଯ୍ୟାୟରେ ଯୋଗାଇ ଦିଆଯିବ । ଏହାପରେ ଆସନ୍ତା ମାର୍ଚ୍ଚ ସୁଦ୍ଧା ଘରୋଇ ହସ୍ପିଟାଲ, କମ୍ପାନୀ ଓ ସାଧାରଣ ଜନତାଙ୍କୁ ଟିକା ଯୋଗାଇ ଦିଆଯିବ ବୋଲି ପୁନାୱାଲା କହିଛନ୍ତି । ସୂଚନାଯୋଗ୍ୟ, ଡ୍ରଗ୍ସ କଣ୍ଟ୍ରୋଲର ଜେନରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ) ସିରମ ଟିକାକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ଅନୁମତି ଦେଇଛନ୍ତି । ତେଣୁ କମ୍ପାନୀ ପ୍ରଥମ ପର୍ଯ୍ୟାୟରେ ଏହି ଟିକାକୁ କେବଳ ସରକାରଙ୍କୁ ଯୋଗାଇ ଦେବ ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌-୧୫ ପରେ ସମ୍ପୂର୍ଣ୍ଣ ଲକ୍‌ଡାଉନ ଜାରି ନେଇ ଚର୍ଚ୍ଚା: ମିଥ୍ୟା ବୋଲି ସୂଚନା ଦେଲା ପିଆଇବି

ନୂଆଦିଲ୍ଲୀ, ୧୧।୬: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏପରିସ୍ଥଳେ କେତେକ ଗୁଜବ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଉଛି। ସେଭଳି ଏକ...

ସୁଧୁରୁଛି କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୬।୮: ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥାବସ୍ଥାରେ ଧୀରେ ଧୀରେ ସୁଧାର ଆସୁଛି। ମଙ୍ଗଳବାର ଏନେଇ ତାଙ୍କ ବ୍ୟକ୍ତିଗତ ସଚିବ ଗର୍ବିତ ନାରଙ୍ଗ ସୂଚନା ଦେଇଛନ୍ତି।...

ସୀମାରୁ ମିଳିଲାଣି ୧୧ ସୁଡ଼ଙ୍ଗ

ଜମ୍ମୁ,୫ା୫(ଆଇଏଏନ୍‌ଏସ୍‌): ଜମ୍ମୁର ସାମ୍ବା ସେକ୍ଟରରେ ପାକିସ୍ତାନ ସଂଲଗ୍ନ ଅନ୍ତର୍ଜାତୀୟ ବର୍ଡରରୁ ଏକ ସୁଡ଼ଙ୍ଗ ଠାବ ହେବା ପରେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପାକିସ୍ତାନ ଆଗରେ...

ନକଲି ରେମ୍‌ଡେସିଭିର୍‌ ପ୍ରସ୍ତୁତ କରୁଥିବା କମ୍ପାନୀ ଉପରେ ଚଢାଉ

ନୂଆଦିଲ୍ଲୀ,୩୦।୪: ନକଲି ରେମ୍‌ଡେସିଭିର୍‌ ଔଷଧ ପ୍ରସ୍ତୁତ କରୁଥିବା କମ୍ପାନୀ ଉପରେ ଦିଲ୍ଲୀ କ୍ରାଇମବ୍ରାଞ୍ଚ ପୋଲିସର ଏକ ଟିମ୍‌ ଚଢାଉ କରିଛି। ଏହି ମାମଲାରେ ୫ ଜଣଙ୍କୁ...

ଯୁବବର୍ଗଙ୍କ ଉପରେ ଲାଠିଚାର୍ଜ ନେଇ ସରକାରଙ୍କୁ ଘେରିଲେ ରାହୁଲ-ବରୁଣ…

ଲକ୍ଷ୍ନୌ,୫।୧୨: ଉତ୍ତରପ୍ରଦେଶରେ ୬୯ ହଜାର ସହାୟକ ଶିକ୍ଷକ ନିଯୁକ୍ତିରେ ଅନିୟମିତତାକୁ ନେଇ ରାଜନୈତିକ ସ୍ଥିତି ବେଶ୍‌ ସରଗରମ ହେବାରେ ଲାଗିଛି। ଏହି ଘଟଣାରେ ଏକ କ୍ୟାଣ୍ଡେଲ...

ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକାର ୧୦୫ ଜଣଙ୍କ ମଧ୍ୟରୁ ୨୫ଙ୍କ ବିରୋଧରେ ଅପରାଧିକ ମାମଲା…

ଲକ୍ଷ୍ନୌ, ୧୮।୧ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ମୋଟ ୧୦୫ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବାବେଳେ...

ଦିଲ୍ଲୀ ଦଙ୍ଗାରେ ମୃତ ଅଙ୍କିତ ଶର୍ମାଙ୍କ ପରିବାରକୁ ୧ କୋଟି ଟଙ୍କା ଅନୁକମ୍ପା ରାଶି ସହ ଜଣକୁ ମିଳିବ ଚାକିରି: କେଜରିଓ୍ବାଲ

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ଦଙ୍ଗାରେ ଇଣ୍ଟଲିଜେନ୍ସ ବ୍ୟୁରୋର ଅଧିକାରୀ ଅଙ୍କିତ ଶର୍ମାଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଥିଲା। ଗୋଟିଏ ଦିନ ପରେ ଡ୍ରେନ୍‌ରୁ ତାଙ୍କ ମୃତଦେହ ମିଳିବା...

ଟିଏମସି ନେତାଙ୍କ ନିର୍ମାଣାଧିନ ଘର ଉପରେ ଦେଶୀ ବୋମା ଆକ୍ରମଣ, ୨ ରାଜମିସ୍ତ୍ରୀ ଆହତ

କୋଲକାତା, ୬ ।୧୧: ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ରବିବାର ଟିଏମସିିର ପଞ୍ଚାୟତ ସଦସ୍ୟଙ୍କ ନିର୍ମାଣାଧିନ ଘର ଉପରେ ଦେଶୀ ବୋମା ପକାଯାଇଛି ।...

Advertisement
Archives

Model This Week