‘ଘରୋଇ କ୍ଷେତ୍ର ଅଭିବୃଦ୍ଧିର ବାହକ’

ନୂଆଦିଲ୍ଲୀ,୨୨।୨:  ଦେଶର ଘରୋଇ କ୍ଷେତ୍ର ଅଭିବୃଦ୍ଧିର ବାହକ। ସରକାର ଫାସିଲିଟେଟର ବା ସୁବିଧା ଯୋଗାଣକାରୀ ଭାବେ କାର୍ଯ୍ୟ କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର କହିଛନ୍ତି। ଦେଶର ଅର୍ଥନୈତିକ ଅଭିବୃଦ୍ଧିକୁ ଆଗକୁ ବଢାଇବା ଦିଗରେ ଘରୋଇ କ୍ଷେତ୍ରର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି କ୍ଷେତ୍ର ଉତ୍ସାହିତ ନ ହେଲେ ଭାରତ ଏକ ବଡ ସୁଯୋଗ ହାତଛଡା କରିବ ବୋଲି ଅର୍ଥମନ୍ତ୍ରୀ ମତ ପ୍ରକାଶ କରିଛନ୍ତି। ସେ ପୁଣି କହିଛନ୍ତି, ଘରୋଇ କ୍ଷେତ୍ରର ଅଂଶ ଗ୍ରହଣ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଏହି କ୍ଷେତ୍ର ଠିକ୍‌ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ଉକ୍ତ କ୍ଷେତ୍ର ଉତ୍ସାହିତ ମଧ୍ୟ ରହିବାର ଗୁରୁତ୍ୱକୁ ବୁଝିବାକୁ ହେବ। ଏଭଳି ବିଭିନ୍ନ ପ୍ରସଙ୍ଗକୁ ବିଚାର କରି ସରକାର ଫାସିଲିଟେଟର ଭାବେ କାର୍ଯ୍ୟ କରୁଛନ୍ତି। ଏହା ନ ହେଲେ ଭାରତ ବଡ ସୁଯୋଗ ହରାଇବ ବୋଲି ବାଙ୍ଗାଲୋର ଚାମ୍ବର ଅଫ କମର୍ସର ଏକ କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ସୀତାରାମନ ମତବ୍ୟକ୍ତ କରିଛନ୍ତି। ଦେଶର ଆଶା ଆକାଂକ୍ଷା ଏବଂ ଚାହିଦାକୁ ପୂରଣ କରିବା ଦିଗରେ କେବଳ ରାଷ୍ଟ୍ରାୟତ୍ତ କମ୍ପାନୀଗୁଡିକ ସକ୍ଷମ ହେବେ ନାହିଁ। କରୋନା ଭ୍ୟାକ୍‌ସିନ ସରକାରୀ ଏବଂ ବେସରକାରୀ ସହଭାଗିତାର ଏକ ଭଲ ଉଦାହରଣ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri