ଘରୋଇ କରଣ, ଏବେ ଏସବୁ କମ୍ପାନୀ ବିକ୍ରି ତାଲିକାରେ…

ନୂଆଦିଲ୍ଲୀ,୧୦।୧୦: ସରକାର ଏୟାର ଇଣ୍ଡିଆର ଘରୋଇ କରଣ କରିଛନ୍ତି। ସାର୍ବଜନୀନ କ୍ଷେତ୍ର କମ୍ପାନୀ(ପିଏସ୍‌ୟୁ)ଗୁଡ଼ିକୁ ଘରୋଇ ହାତକୁ ହସ୍ତାନ୍ତର କରିବାକୁ କେନ୍ଦ୍ରର ଅଭିଯାନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏବେ ଏହି ତାଲିକାରେ ଅନ୍ୟ କମ୍ପାନୀ ମଧ୍ୟ ରହିଛନ୍ତି। ଡିସେମ୍ବର ସୁଦ୍ଧା ନୀଳାଚଳ ଇସ୍ପାତ ଏବଂ ସେଣ୍ଟ୍ରାଲ ଇଲେକ୍ଟ୍ରୋନିକ୍ସ ରାଷ୍ଟ୍ରାୟତ୍ତ କମ୍ପାନୀ ଘରୋଇ ହେବା ସମ୍ଭାବନା ନେଇ ସରକାରଙ୍କପକ୍ଷରୁ ସଙ୍କେତ ଦିଆଯାଇଛି।

ପୁଞ୍ଜି ବିନିଯୋଗ ଏବଂ ପବ୍ଲିକ ଆସେଟ ମ୍ୟାନେଜମେଣ୍ଟ ବିଭାଗ (ଡିଆଇପିଏଏମ) ସଚିବ ତୁହିନ କାନ୍ତ ପାଣ୍ଡେ କହିଛନ୍ତି ଯେ ପ୍ରାୟ ଦୁଇ ଦଶନ୍ଧି ତଳେ ପ୍ରଥମ ଘରୋଇକରଣରୁ ମିଳିଥିବା ସଫଳତା ଆଧାରରେ ସରକାର ଘରୋଇକରଣ ଅଭିଯାନକୁ ତ୍ୱରାନ୍ବିତ କରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି।

ସରକାର ଘରୋଇକରଣ କରିବାକୁ ଚାହୁଁଥିବା ଅନ୍ୟ ପିଏସ୍‌ୟୁ ଗୁଡ଼ିକ ମଧ୍ୟରେ ଶିପିଂ କର୍ପୋରେଶନ ଅଫ ଇଣ୍ଡିଆ ଏବଂ ପଓ୍ବନ ହନ୍ସ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ ମାର୍ଚ୍ଚରେ ବିପିସିଏଲ ଏବଂ ବିଏମଇଏଲ ଘରୋଇକରଣ ସହିତ ଷ୍ଟକ ଏକ୍ସଚେଞ୍ଜରେ ଏଲଆଇସିର ମେଗା ତାଲିକା ସରକାର ଆଶା କରୁଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri