ସ୍ବାମୀଙ୍କ ନାମରେ ମିଛ କହି ଧରାପଡ଼ିଲେ ପ୍ରିୟଙ୍କା

ମୁମ୍ବାଇ: ମୋଷ୍ଟ ପପୁଲାର ଅଭିନେତ୍ରୀ ଭାବେ ପ୍ରିୟଙ୍କା ଚୋପ୍ରା ଅନ୍ୟତମ। ସେ ବଲିଉଡ୍‌ ପରେ ଏବେ ହଲିଉଡ୍‌ରେ କାମ କରୁଛନ୍ତି। ସେ ଏବେ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଫିଲ୍ମ ‘ଲଭ୍‌ ଏଗେନ୍‌’ରେ ନଜରକୁ ଆସିଥିଲେ। ନିକ୍‌ ଜଣେ ଅଦ୍ଭୁତ ଅଭିନେତା ବୋଲି ମିଛ କହି ଲାଏ ଡିଟେକ୍ଟରରେ ସେ ଧରାପଡିଛନ୍ତି। ପ୍ରିୟଙ୍କା ନିକଟରେ ଏକ ସାକ୍ଷାତ୍‌କାର ଦେଉଥିଲେ। ସେଥିରେ ତାଙ୍କୁ ତାଙ୍କ ସ୍ବାମୀ କେମିତି ଅଭିନେତା ବୋଲି ପଚରା ଯାଇଥିଲା। ନିକ୍‌ ଜଣେ ଅଦ୍ଭୁତ ଅଭିନେତା ବୋଲି ପ୍ରିୟଙ୍କା କହିଥିଲେ। କିନ୍ତୁ ସେ ଏପରି କହି ଲାଏ ଡିଟେକ୍ଟର ମେଶିନ ଜରିଆରେ ଧରାପଡିଥିଲେ। ତେବେ ନିକ୍‌ ଏବଂ ପ୍ରିୟଙ୍କା ୨୦୧୮ରେ ସ୍ବାମୀ-ସ୍ତ୍ରୀ ହୋଇଥିଲେ। ସେମାନଙ୍କର ଏକ ଝିଅ ରହିଛି। ପ୍ରିୟଙ୍କା ବର୍ତ୍ତମାନ ଭଉଣୀ ପରିଣୀତି ଚୋପ୍ରାଙ୍କ ଏନ୍‌ଗେଜମେଣ୍ଟରେ ଯୋଗ ଦେବାକୁ ଆସି ଭାରତରେ ଅଛନ୍ତି। ଆଗକୁ ପ୍ରିୟଙ୍କାଙ୍କ ଏକ ଇଂଲିଶ ଫିଲ୍ମ ‘ହେଡ୍‌ସ ଅଫ୍‌ ଷ୍ଟେଟ’ ଆସିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri