ପ୍ରେମିକଙ୍କଠାରୁ ବାଟ ଅଲଗା କଲେ ପ୍ରିୟଙ୍କା

ମୁମ୍ବାଇ: ବ୍ରେକ୍‌ଅପ୍‌ କରିନେଇଛନ୍ତି ଟେଲି ପରଦାର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା। ଉଭୟଙ୍କ ଅନ୍‌ସ୍କ୍ରିନ ଏବଂ ଅଫସ୍କ୍ରିନ୍‌ କେମେଷ୍ଟ୍ରି ମନ ଜିଣୁଥିଲା। ଧାରାବାହିକ ‘ଉଡ଼ାରିଆ’ରୁ ଦୁହିଁଙ୍କୁ ପରିଚୟ ମିଳିଥିଲା। ଅନେକ ଥର ସେମାନେ ବିବାହ କରିବାକୁ ଯାଉଥିବା ଖବର ଶୁଣିବାକୁ ମିଳୁଥିଲା। ହେଲେ ଏବେ ସେମାନଙ୍କ ପ୍ରଶଂସକଙ୍କୁ ବଡ଼ ଝଟ୍‌କା ଲାଗିଛି। ପରସ୍ପରଠାରୁ ସେମାନେ ବାଟ ଅଲଗା କରିନେଇଛନ୍ତି।

ଇନଷ୍ଟାଗ୍ରାମରେ ପ୍ରିୟଙ୍କା ଏବଂ ଅଙ୍କିତ ପରସ୍ପରକୁ ଅନଫଲୋ କରିଦେଇଛନ୍ତି। ହେଲେ ଦୁହେଁ ଏଯାବତ କୌଣସି ଆଧିକାରୀକ ବୟାନ ଜାରି କରିଦାହାନ୍ତି।

ତେବେ ପ୍ରିୟଙ୍କା ଏବଂ ଅଙ୍କିତ ସଲମାନଙ୍କ ଶୋ’ ବିଗ୍‌ବସ୍‌ ୧୬ରେ ନଜର ଆସିଛନ୍ତି। ସେମାନେ ପରସ୍ପରକୁ କେତେ ଭଲ ପାଆନ୍ତି ତାହା ସେମାନଙ୍କ ଫଟୋ ଏବଂ ପୋଷ୍ଟରୁ ବାରି ହୋଇପଡେ। ଏଣୁ ଏଭଳି କ’ଣ ହେଲା ଯାହାକୁ ନେଇ ଦୁହେଁ ଏତେ ବଡ଼ ପଦକ୍ଷେପ ନେଇଛନ୍ତି ତାହା ଅନେକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri