ପ୍ରିୟଙ୍କା ନୁହଁନ୍ତି, ଏହି ଅଭିନେତ୍ରୀ ହେଉଛନ୍ତି ନିକ୍‌ଙ୍କ ପ୍ରଥମ ପ୍ରେମିକା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ନିକ୍‌ ଜୋନାସଙ୍କ ବିବବାକୁ ଆଜି ୨ ବର୍ଷ ହୋଇଯାଇଛି। ଆଜିର ଦିନରେ ଅର୍ଥାତ୍‌ ୧-୨ ଡିସେମ୍ବର, ୨୦୧୮ରେ ଏହି ଯୋଡି ହିନ୍ଦୁ ଏବଂ ଖ୍ରୀଷ୍ଟିିୟାନ୍‌ ରୀତିରେ ବିବାହ କରିଥିଲେ। ଏହି ବିବାହ ଯୋଦ୍ଧପୁରର ଉମିଦ୍‌ ଭବନ ପ୍ୟାଲେସରେ ହୋଇଥିଲା। ଏହି ବିବାହ ଦୀର୍ଘ ୪ ଦିନ ଧରି ଚାଲିଥିଲା। ଏହି ଉତ୍ସବରେ ଦେଶ ବିଦେଶର ବହୁ ବଡ଼ ବଡ଼ ବ୍ୟକ୍ତି ଶାମିଲ ହୋଇଥିଲେ। ଏହା ବଲିଉଡ୍‌ର ସବୁଠାରୁ ଦାମି ବିବାହ ମଧ୍ୟରୁ ଅନ୍ୟତମ। ତେବେ ଏହି ସ୍ବତନ୍ତ୍ର ଦିନରେ ଜାଣିବା ନିକ୍‌ଙ୍କ ପ୍ରଥମ ପ୍ରେମିକାଙ୍କ ବିଷୟରେ।
ନିକ୍‌ ପ୍ରଥମ ପ୍ରେମ ସ୍କୁଲ ସମୟରେ ମାତ୍ର ୧୪ ବର୍ଷ ବୟସରେ କରିଥିଲେ। ୨୦୦୬ ଜୁନ୍‌ରୁ ଡିସେମ୍ବର ୨୦୦୭ ପର୍ଯ୍ୟନ୍ତ ସେ ରିଲେସନଶିପ୍‌ରେ ଥିଲେ। ଏକ ରିପୋର୍ଟ ଅନୁଯାୟୀ, ନିକ୍‌ଙ୍କ ପ୍ରଥମ ପ୍ରେମିକା ହେଉଛନ୍ତି ମାଇଲୀ ସାଇରସ। ମାଇଲୀ ଜଣେ ଡିଜ୍‌ନି ତାରକା ଏବଂ ଆମେରିକୀୟ ଗାୟିକା ମଧ୍ୟ। ନିଜେ ନିକ୍‌ ଏକ ସାକ୍ଷାତକାରରେ ଏହା କହିଥିଲେ। ସେ କହିଥିଲେ ଯେ, ମାଇଲ ହେଉଛନ୍ତି ପ୍ରଥମ ଝିଅ ଯାହାକୁ ସେ ଚୁମ୍ବନ କରିଥିଲେ। ସେ ହଲିଉଡ୍‌ର କାଲିଫର୍ଣ୍ଣିଆ ପିଜା କିଚେନ୍‌ ବାହାରେ ମାଇଲଙ୍କୁ ଚୁମ୍ବନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri