ଅନୁଷ୍କାଙ୍କୁ କପି କରୁଛନ୍ତି ପିସି!

ମୁମ୍ବାଇ: ବଲିଉଡ ସହ ହଲିଉଡରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ତିଆରି କରିଥିବା ଦେଶୀଗର୍ଲ ଏବେବି ଲକ୍ଷେ ଦିଲ କି ଧଡକନ । ଏବେ ସେ ବିଦେଶୀ ବୋହୁ ହୋଇଯାଇଥିଲେ ବି ସବୁ ପର୍ବ ପର୍ବାଣୀକୁ ଖୁବ୍ ଏନଜୟ କରନ୍ତି । ନିକଟରେ ତାଙ୍କର କିଛି ଫଟୋ ଇନଷ୍ଟାଗ୍ରାମରେ ଭାଇରାଲ ହେଉଛି । ଏବେ ଏମିତି କିଛି ଫଟୋକୁ ଦେଖି ପିସିଙ୍କ ପ୍ରଶଂସକ କହୁଛନ୍ତି ସେ କୁଆଡେ ଅନୁଷ୍କା ଶର୍ମାଙ୍କୁ କପି କରୁଛନ୍ତି ।
ଘଟଣା ହେଲା ନିକଟରେ ପିସି ତାଙ୍କ ଇନଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରିଛନ୍ତି । ସେଥିମଧ୍ୟରୁ ଗୋଟିକରେ ପିସି ପତି ନିକ ଜୋନସ ଓ ଝିଅ ମାଳତିଙ୍କ ସହ ନଜର ଆସିଛନ୍ତି । ଫଟୋଟି ଖୁବ୍ ସୁନ୍ଦର ହୋଇଥିବା ବେଳେ ଏଥିରେ କିନ୍ତୁ ସେ ଝିଅ ମାଳତିଙ୍କ ମୁହଁକୁ ଇମୋଜି ଦେଇ ଲୁଚାଇ ରଖିଛନ୍ତି । ଏହି ଫଟୋଟି ଦେଖିବା ପରେ ପ୍ରଶଂସକମାନେ କହିଛନ୍ତି ଅନୁଷ୍କା ଯେମିତି ତାଙ୍କ ଝିଅକୁ ପ୍ରଶଂସକଙ୍କଠାରୁ ଲୁଚାଇ ରଖିଛନ୍ତି ପ୍ରିୟଙ୍କା ଠିକ୍ ସେମିତି ମାଳତିଙ୍କୁ ତାଙ୍କ ପ୍ରଶଂସକଙ୍କଠାରୁ ଦୂରେଇ ରଖିଛନ୍ତି । ତେଣୁ ସେ ଅନୁଷ୍କାଙ୍କୁ କପି କରୁଛନ୍ତି ।
ସୂଚନାଯୋଗ୍ୟ, ନିକଟରେ ପ୍ରିୟଙ୍କା ତାଙ୍କ ୪୦ ତମ ଜନ୍ମଦିନ ପାଳନ କରିଥିବା ବେଳେ ଏବେ ଏହାର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଦେଶ ବିଦେଶର ସାଙ୍ଗ ସାଥୀ ଓ ପରିବାରଙ୍କ ଗହଣରେ ଏଥର ଜନ୍ମଦିନ ପାଳିଥିବା ପିସି ଖୁବ୍ ଖୁସି ନଜର ଆସିଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥର ସେ ପ୍ରଥମ କରି ଝିଅ ମାଳତିଙ୍କ ସହ ଜନ୍ମ ଦିନ ସେଲିବ୍ରେଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri