୪୦ ବର୍ଷରେ ବିବାହ କରିବାକୁ ଯାଉଛନ୍ତି ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ପୂର୍ବତନ ପ୍ରେମିକ ତଥା ହ୍ରିତିକ୍‌ ରୋଶନଙ୍କ ଲୁକ୍‌ ଆଇକନ୍‌ ହରମନ ବାବେଜା(୪୦) ତାଙ୍କ ଭାବି ସ୍ତ୍ରୀଙ୍କୁ ମାର୍ଚ୍ଚ ୨୧ରେ ବିବାହ କରିବାକୁ ଯାଉଛନ୍ତି। ଏବେଠାରୁ ତାଙ୍କର ପ୍ରି ଓ୍ବେଡିଂ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଶୁକ୍ରବାର ରାତିରେ ସେ ବନ୍ଧୁମାନଙ୍କ ସହ କକ୍‌ଟେଲ୍‌ ପାର୍ଟି କରିବା ସହ ଖୁବ୍‌ ମସ୍ତି ମଧ୍ୟ କରିଥିଲେ। ଏହି ସମୟର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ହରମନଙ୍କ ଏହି ପାର୍ଟିରେ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ, ରାଜ କୁନ୍ଦ୍ରା, ଆଶିଷ ଚୌଧୁରୀ, ଆମୀର ଅଲ୍ଲୀ ପ୍ରମୁଖ କଳକାରଙ୍କୁ ଦେଖିବାକୁ ମିଳିଛି। ରାଜ କୁନ୍ଦ୍ରା ହରମନଙ୍କ ପାର୍ଟିର କିଛି ଫଟୋ ନିଜ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିସହ ସେ ଏକ ଭିଡିଓ ମଧ୍ୟ ଶେୟାର କରିଛନ୍ତି, ଯେଉଁଥିରେ ହରମନ ନୃତ୍ୟ କରୁଥିବାର ଦେଖିବାକୁ ମିଳୁଛି। ହରମନଙ୍କ ବିବାହ ସାଶା ରାମଚନ୍ଦାନୀଙ୍କ ସହ ହେଉଛି। ଯିଏକି ପେଶାରେ ଜଣେ ନ୍ୟୁଟ୍ରେଶନ କୋଚ୍‌।
ଗତ ଡିସେମ୍ବରରେ ହରମନ ଏବଂ ସାଶାଙ୍କ ନିର୍ବନ୍ଧ ହୋଇଥିଲା। ଏହି ଅବସରରେ ଉଭୟଙ୍କ ପରିବାର ସଦସ୍ୟ ଏବଂ ବନ୍ଧୁଗଣ ଉପସ୍ଥିତ ଥିଲେ।
ହରମନ ତାଙ୍କ ବାପାଙ୍କ ଫିଲ୍ମ ‘ଲଭ୍‌ ଷ୍ଟୋରୀ ୨୦୫୦’ ରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏଥିରେ ତାଙ୍କ ବିପକ୍ଷରେ ଅଭିନେତ୍ରୀ ସାଜିଥିଲେ ପ୍ରିୟଙ୍କା ଚୋପ୍ରା। ଏହି ଫିଲ୍ମର ଶୁଟିଂ ସେଟ୍‌ରୁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଉଭୟ ପ୍ରାୟ ୨ ବଷର୍ର୍ ପର୍ଯ୍ୟନ୍ତ ରିଲେସନଶିପ୍‌ରେ ଥିଲେ। ମାତ୍ର ଶାହିଦ କପୁରଙ୍କ ପାଇଁ ପ୍ରିୟଙ୍କା ହରମାନଙ୍କ ଠାରୁ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?