କେବେ ମା’ ହେବେ ପ୍ରଶ୍ନରେ ଏମିତି ଉତ୍ତର ଦେଲେ ପ୍ରିୟଙ୍କା ଚୋପ୍ରା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ସ୍ବାମୀ ନିକ୍‌ ଜୋନାସଙ୍କ ସହ ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି। ନିକଟରେ ପ୍ରିୟଙ୍କା ନିଜର ଦ୍ୱିତୀୟବାର୍ଷିକୀ ପାଳନ କରିଛନ୍ତି। ସୋସିଆଲ ମିଡିଆରେ ମଧ୍ୟ ସେ ନିକ୍‌ଙ୍କ ସହ ରୋମାଣ୍ଟିକ୍‌ ପଟୋ ଶେୟାର କରିଛନ୍ତି। ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନର ଅଧିକାରୀ ହୋଇଚନ୍ତି। ଏହାପରେ ପ୍ରିୟଙ୍କା କେବେ ମା’ ହେବେ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ନିକଟରେ ଏକ ସାକ୍ଷାତକାରରେ ମା’ ହେବେ ବୋଲି ତାଙ୍କୁ ପ୍ରଶ୍ନ ପଚରାଯାଇଥିଲା। ଏଥିରେ ସେ ରାଗିଯାଇଥିଲେ। ସେ କହିିଲେ ଯେବେ ମୁଁ ଏବଂ ନିକ୍‌ ଯେବେ ଠିକ୍‌ ଭାବିବୁ ସେବେ ଏନେଇ ନିଷ୍ପତ୍ତି ନେବୁ। ତେଣୁ ଆମ ବ୍ୟକ୍ତିଗତ ମାମଲାରେ ହସ୍ତକ୍ଷେପ ନ କରିବାକୁ ସେ ଅନୁରୋଧ କରିଛନ୍ତି। ପ୍ରିୟଙ୍କ ଏବେ ଫିଲ୍ମ ଦ ହ୍ବାଇଟ୍‌ ଟାଇଗର୍‌ ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଳ୍ମର ସେ ପ୍ରଯୋଜନା ଦାୟିତ୍ୱ ମଧ୍ୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ-ସାରାଙ୍କ ସମ୍ପର୍କକୁ ନେଇ ପୋଲ୍ ଖୋଲିଲେ କରନ

ମୁମ୍ବାଇ: ବଲିଉଡ ନିର୍ଦ୍ଦେଶକ କରନ ଜୋହରଙ୍କ ଚାଟ ଶୋ ‘କଫି ୱିଥ କରନ ୭’ ଏବେ ହଙ୍ଗାମା କରୁଛି । ଏଥରର ପ୍ରଥମ ଏପିସୋଡ ଓଟିଟିରେ...

ଏହି ଅଭିନେତ୍ରୀଙ୍କ ବୋଲ୍ଡ ଫଟୋ ଦର୍ଶକଙ୍କ ହୃଦୟରେ ଲଗାଇଲା ନିଆଁ

ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ ମୋନାଲିସା ନିଜର ଗ୍ଲାମରକୁ ନେଇ ବେଶ୍‌ ପରିଚିତ। ଏମିତିରେ ସେ ପ୍ରଶଂସକଙ୍କ ସହ ଯୋଡ଼ି ହୋଇ ରହିବାକୁ ସୋସିଆଲ...

ପିଲାଦିନୁ ଗାୟିକା ହେବାକୁ ଚାହୁଁଥିଲେ ଧ୍ୱନି ଭାନୁଶାଳି

ମୁମ୍ବାଇ: ଖୁବ୍ କମ୍ ବୟସରେ ବଲିଉଡ ଦୁନିଆରେ ନିଜର ସୁମଧୁର ସ୍ୱରକୁ ନେଇ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଧ୍ୱନି ଭାନୁଶାଳି(Dhvani Bhanushali) ।...

କୌଣସି ବିଳାସପୂର୍ଣ୍ଣ ଘରଠାରୁ କମ୍‌ ନୁହେଁ ସଲମାନ୍‌ଙ୍କ ଭ୍ୟାନିଟି ଭ୍ୟାନ୍‌: ଏସବୁ ଫଟୋ ତାର ପ୍ରମାଣ

ବମ୍ବେ: ଭାରତୀୟ ସିନେମାର ଜଣେ ଦିଗ୍ଗଜ କଳାକାର ହେଲେ ସଲମାନ୍‌ ଖାନ। ଆଜି ବି ବଲିଉଡ୍‌ରେ ତାଙ୍କର ଦବ୍‌ଦବା ଜାରି ରହିଛି। ପ୍ରଶଂସକମାନେ ତାଙ୍କ ଫିଲ୍ମକୁ...

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…

ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍‌ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ...

‘ପୁଷ୍ପା ୨’ର ସିକ୍ୱେଲ ସହ ସବୁଠାରୁ ମହଙ୍କା ଅଭିନେତା ହେଲେ ଅଲ୍ଲୁ ଅର୍ଜୁନ

ଚେନ୍ନାଇ: ଅଲ୍ଲୁ ଅର୍ଜୁନ ଏବେ ନା କେବଳ ତେଲଗୁ ସିନେମାର ସବୁଠାରୁ ବଡ ଷ୍ଟାର ପାଲଟି ଯାଇଛନ୍ତି ବରଂ ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ବି ତାଙ୍କର...

ଗର୍ଲଫ୍ରେଣ୍ଡଙ୍କ ସହ ତୁଳନାକୁ ନେଇ ରାଗିଗଲେ ଅର୍ଜୁନ କପୁର

ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ଏବଂ ଅଭିନେତ୍ରୀ ମଲାଇକା ଆରୋରାଙ୍କ ପ୍ରେମ ସମ୍ପର୍କକୁ ନେଇ ଏବେ ଇଣ୍ଡଷ୍ଟ୍ରିରେ ଜୋରଦାର ଚର୍ଚ୍ଚା ହେଉଛି। ଉଭୟ ଗତ କିଛି...

ଫ୍ଲପ ହେଲା ସେଲଫି

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଅଭିନୀତ କିଛି ଫିଲ୍ମ ଲଗାତାର ଫ୍ଲପ ହେବାରେ ଲାଗିଛି । ନିକଟରେ ରିଲିଜ୍ ହୋଇଥିବା ମୁଭି ‘ସେଲଫି’ ବି ଅକ୍ଷୟଙ୍କ ସମସ୍ତ...

Advertisement
Archives

Model This Week