ପ୍ରିୟଙ୍କାଙ୍କ ହାତରେ ଆଉ ଏକ ହଲିଉଡ୍ ଅଫର

ମୁମ୍ବାଇ: ବଲିଉଡ୍ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଖୁବ୍‌ଶୀଘ୍ର ହିନ୍ଦୀ ସିନେମାରେ ପୁଣିଥରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଥିଲା । ଏବେ କିନ୍ତୁ ପ୍ରିୟଙ୍କା ନିଜେ ଜଣାଇଛନ୍ତି କି ଏବେ ତାଙ୍କ ହାତରେ ଲାଗିଛି ଆଉ ଏକ ହଲିଉଡ୍ ଅଫର୍ । ଆଗରୁ ହଲିଉଡ୍‌ରେ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଜୋନସ୍ ଯେଉଁ ଫିଲ୍ମରେ ନଜର ଆସିବେ ସେଥିରେ ସେ ୫ଥର ଗ୍ରାମୀ ପୁରସ୍କାର ଜିତି ସାରିଥିବା ସେଲି ଡିଓନଙ୍କ ସହ କାମ କରିବେ । ନିଜ ସୋସିଆଲ ମିଡିଆ ନେଟୱର୍କ ଇନଷ୍ଟାଗ୍ରାମରେ ନିଜେ ପ୍ରିୟଙ୍କା ଏହି ସୂଚନା ଦେଇଛନ୍ତି । ଏହି ହଲିଉଡ୍ ଫିଲ୍ମର ନାଁ ରହିଛି ‘ଟେକ୍ଟ ଫର ୟୁ’ । ଯାହା ଜର୍ମାନୀରେ ୨୦୧୬ ମସିହାରେ ରିଲିଜ ହୋଇଥିବା ଫିଲ୍ମ “ଏସ୍‌ଏମ୍‌ଏସ୍ ଫର ଡିଜ’ ଦ୍ୱାରା ପ୍ରେରଣା ପାଇଛି । ଏହାକୁ ନେଇ ପ୍ରିୟଙ୍କା ଲେଖିଛନ୍ତି ଏହି ଫିଲ୍ମରେ ଅଭିନୟ କରିବା ମୋ ପାଇଁ ସମ୍ମାନର କଥା । ଏହାକୁ ଦେଖିବା ପରେ ପତି ନିକ୍ ଜୋନସ ଇମୋଜି ଦେଇ ନିଜର ଖୁସି ବ୍ୟକ୍ତି କରିଛନ୍ତି । ଗୋଟିଏ ପଟେ ପ୍ରିୟଙ୍କାଙ୍କ ବଲିଉଡ୍ ପ୍ରଶଂସକ ତାଙ୍କୁ ଅପେକ୍ଷା ରଖିଥିବା ବେଳେ ଅନ୍ୟପଟେ ହଲିଉଡରେ ଯେମିତି ପିସିଙ୍କ ଭାଗ୍ୟ ଖୋଲିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?