ନିକ ଜଣେ ଆଦର୍ଶ ଜ୍ୱାଇଁ

ମୁମ୍ବାଇ: ବଲିଉଡ ଦେଶୀ ଗର୍ଲ ପ୍ରିୟ୍‌ଙ୍କା ଚୋପ୍ରା ଜୋନସ ସବୁବେଳେ କିଛି ନା କିଛି କଥାକୁ ନେଇ ଚର୍ଚ୍ଚାକୁ ଆସିଥାଆନ୍ତି । ନିକଟରେ ସେ ତାଙ୍କ ସ୍ୱାମୀ ନିକ ଜୋନସ ଓ ମାଆ ମଧୁ ଚୋପ୍ରାଙ୍କ ସହ ଦୀପାବଳି ପାଳନ କରିଛନ୍ତି । ଏମାନେ ଦୀପାବଳି ପାଳନ କରିବା ଅବସରରେ ଡିନରରେ ଯାଇଥିଲେ । ଏମାନଙ୍କ ଆଉଟଫିଟର ଫଟୋ ସୋସିଆଲ ମିଡିଆ ଫ୍ୟାନ ପେଜରେ ଶେୟାର କରାଯାଇଛି । ଆଉ ଏହାକୁ ତାଙ୍କ ପ୍ରଶଂସକ ଖୁବ୍ ପସନ୍ଦ କରୁଛନ୍ତି । ଏହି ଫଟୋ ସହ ନିକଙ୍କର ତାଙ୍କ ଶାଶୁ ମଧୁ ଚୋପ୍ରାଙ୍କ ପ୍ରତି ଥିବା ଭଲପାଇବା ଦେଖି ପ୍ରଶଂସକ ଖୁବ୍ ଖୁସି ହୋଇଛନ୍ତି ।
ଫଟୋରେ ପ୍ରିୟଙ୍କା ଆଗେ ଆଗେ ଚାଲୁଥିବା ବେଳେ ନିକ୍ ତାଙ୍କ ଶାଶୁ ମଧୁ ଚୋପ୍ରାଙ୍କ ହାତ ଧରି ଚାଲୁଥିବା ଦେଖିବାକୁ ମିଳିଛି । ମାଆ ଝିଅ ଉଭୟ ଏଥେନିକ ଆଉଟଫିଟରେ ଥିବା ବେଳେ ନିକ ଜ୍ୟାକେଟ ଓ କଳା ପ୍ୟାଣ୍ଟ ସହ କଳା ଟି ସର୍ଟରେ ନଜର ଆସିଛନ୍ତି । ଏଥିରେ ନିକ୍ ତାଙ୍କ ଶାଶୁ ମଧୁଙ୍କ ହାତ ଧରି ଛାଲୁଥିବା ଦେଖି ପ୍ରଶଂସକ ନିକ୍‌ଙ୍କୁ ଜଣେ ଆଦର୍ଶ ଜ୍ୱାଇଁ ବୋଲି କହିଛନ୍ତି । ଅନେକ ୟୁଜର୍ସ ନିକଙ୍କର ଖୁବ୍ ପ୍ରଶଂସା କରିଛନ୍ତି । ଏଥରର ଦୀପାବଳି ପ୍ରିୟଙ୍କା ଓ ନିକଙ୍କ ପାଇଁ ବିଶେଷ ମହତ୍ୱ ରଖେ । କାରଣ ଏହି ଦମ୍ପତି ତାଙ୍କ ଝିଅ ମାଳତି ସହ ପ୍ରଥମ ଦୀପାବଳି ପାଳନ କରିଛନ୍ତି ।

ସୂଚନାଯୋଗ୍ୟ, ପ୍ରିୟଙ୍କା ବିବାହ କରିବା ପରଠାରୁ ବି ଆମେରିକାରେ ରହି ଦୀପାବଳୀ ଭଳି ଉତ୍ସବକୁ କେବେ ଭୁଲି ଯାଇ ନାହାନ୍ତି । ସେଠାରେ ସେ ଭାରତୀୟ ପରମ୍ପରା ଅନୁଯାୟୀ ପ୍ରାୟ ସମସ୍ତ ପର୍ବ ପାଳନ କରୁଥିବା ଦେଖାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?