ଇନଷ୍ଟାଗ୍ରାମରୁ ଗାଏବ ହୋଇଗଲେ ପ୍ରିୟଙ୍କା!

ମୁମାଇ: ବଲିଉଡ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ମଙ୍ଗଳବାର କିଛି ସମୟ ପାଇଁ ଗାଏବ ହୋଇ ଯାଇଛି । ଏହି ଖବର ଜଣାପଡିବା ପରେ ପ୍ରିୟଙ୍କାଙ୍କ ପ୍ରଶଂସକଙ୍କ ମନରେ କେବଳ ନିରାଶା ଭାବ ଦେଖାଯାଇଛି । ତେବେ ମଙ୍ଗଳବାର ହଠାତ୍ ପ୍ରିୟଙ୍କାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗାଏବ ହୋଇଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା । ହେଲେ ଏହାର କିଛି ସମୟ ପରେ ପିସିଙ୍କ ଟିମ ପକ୍ଷରୁ ପ୍ରଶଂସକଙ୍କ କନଫ୍ୟୁଜନ ଦୂର କରିବାକୁ ସୂଚନା ଦିଆଯାଇଥିଲା କି ପ୍ରିୟଙ୍କାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ କିଛି ସମୟ ପାଇଁ ଡାଉନ ହୋଇଯାଇଥିଲା, ଏବେ ଏହାକୁ ରିଷ୍ଟୋର କରାଯାଉଛି । ଆଉ ଏହା ଜାଣିବା ପରେ ପ୍ରିୟଙ୍କାଙ୍କ ପ୍ରଶଂସକ ସାମାନ୍ୟ ଆଶ୍ୱସ୍ତି ଲାଭ କରିଥିଲେ ।
ପ୍ରିୟଙ୍କା ତାଙ୍କ ଅଭିନୟ ବଳରେ ଦର୍ଶକଙ୍କ ନିକଟତର ହୋଇ ପାରିଥିବା ବେଳେ ଇନଷ୍ଟାଗ୍ରାମରେ ରହିଛନ୍ତି ତାଙ୍କର ୮୦ ମିଲିୟନ ଫଲୋୟର୍ସ । ସେ କେବଳ ଦେଶ ନୁହେଁ ବିଦେଶରେ ଜଣେ ବେଶ୍ ପରିଚିତ ଚେହେରା । ପିସି ସବୁବେଳେ ଇନଷ୍ଟାଗ୍ରାମ ମାଧ୍ୟମରେ ନିଜ ପର୍ସନାଲ ଓ ପ୍ରଫେସନାଲ ଲାଇଫ ବିଷୟରେ ଶେୟାର କରୁଥିବାରୁ ପ୍ରଶଂସକ ତାଙ୍କୁ ଖୁବ୍ ପ୍ରଶଂସା କରନ୍ତି । ଖୁବଶୀଘ୍ର ପିସି ମୁଭି ‘ଜି ଲେ ଜରା’ରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri