ବଲିଉଡ୍‌ ନା ହଲିଉଡ୍‌ କାହାକୁ ପସନ୍ଦ କରନ୍ତି ପ୍ରିୟଙ୍କା, ଭିଡିଓ କରି କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆମେରିକାର ନିକ୍‌ ଜୋନାସଙ୍କୁ ବିବାହ କରିବା ପରେ ହଲିଉଡ୍‌ରେ ମଧ୍ୟ ବେଶ୍‌ ନାଁ କମାଇ ସାରିଲେଣି। ସେ ବଲିଉଡ୍‌ରୁ କ୍ୟାରିୟର ଆରମ୍ଭ କରି ଆଜି ହଲିଉଡ୍‌ର ନାମୀଦାମୀ କଳାକାରଙ୍କ ସହ ଅଭିନୟ କରୁଛନ୍ତି। ମାତ୍ର ପ୍ରିୟଙ୍କା ବଲିଉଡ୍‌ ଆଉ ହଲିଉଡ୍‌ ମଧ୍ୟରୁ କାହାକୁ ପସନ୍ଦ କରିବେ ତାଙ୍କ ପାଇଁ ବହୁତ କଷ୍ଟକର। ଖାସ୍‌ କରି ପ୍ରଶଂସକମାନଙ୍କୁ ଜଣାଇବା ପାଇଁ ପ୍ରିୟଙ୍କା ଇନ୍‌ଷ୍ଟାଗ୍ରାମରେ ଏକ ମଜାଳିଆ ରିଲ୍‌ ଶେୟାର କରିଛନ୍ତି।

ଏହି ଭିଡିଓରେ ଭିନ୍ନ ଭିନ୍ନ କଥାକୁ ନେଇ ପ୍ରିୟଙ୍କା ଅପଶନ୍‌ ରଖିଛନ୍ତି। ଯେଉଁଥିରେ ଗୋଟିଏ ଅପଶନ ତାଙ୍କୁ ଚୟନ କରିବାକୁ ହେବ। ଗୋଟିଏ କ୍ୱାଲିଟି ଆଉ ଗୋଟିଏରେ କ୍ୱାଣ୍ଟିଟି। ଏଥିମଧ୍ୟରୁ ପ୍ରିୟଙ୍କା କ୍ୱାଲିଟିକୁ ପସନ୍ଦ କରିଛନ୍ତି। ହଟ୍‌ କଫି ଏବଂ ଆଇସ୍‌ଡ କଫିକୁ ପସନ୍ଦ କରିଛନ୍ତି। ପ୍ରିୟଙ୍କାଙ୍କ ଏହି ମଜାଳିଆ ଭିଡିଓ ପ୍ରଶଂସକମାନଙ୍କର ଖୁବ୍‌ ପସନ୍ଦ ଆସିଛି।

ପ୍ରିୟଙ୍କା ଏବେ ହଲିଉଡ୍‌ ସିରିଜ ‘ସିଟାଡେଲ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ଶୁଟିଂ ସମୟରେ ପ୍ରିୟଙ୍କା ଆହତ ବି ହୋଇଛନ୍ତି। ଏହାକୁ ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହା ବ୍ୟତୀତ ହିନ୍ଦୀ ଫିଲ୍ମ ‘ଜୀ ଲେ ଜରା’ରେ ନଜର ଆସିବେ। ଆଲିଆ ଭଟ୍ଟ ଏବଂ କ୍ୟାଟ୍ରିନା କୈଫ୍‌ଙ୍କ ସହିତ ପ୍ରଥମଥର ନଜର ଆସିବେ ପ୍ରିୟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri