ଝିଅ ସହ ଛୁଟି କାଟୁଛନ୍ତି ପିସି

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ଅଭିନୟରେ ଜଲଓ୍ବା ଦେଖାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ପ୍ରିୟଙ୍କା ଅନେକ ହଲିଉଡ ପ୍ରୋଜେକ୍ଟରେ ଅଭିନୟ କରିଛନ୍ତି। ସେ ସୋସିଆଲ ମିଡିଆରେ ମଧ୍ୟ ବେଶ୍‌ ଆକ୍ଟିଭ୍‌। ପ୍ରତିଦିନ ପ୍ରଶଂସକଙ୍କ ସହ ନିଜ ସହ ଜଡିତ ସମସ୍ତ ପ୍ରକାରର ଅପଡେଟ ଶେୟାର କରନ୍ତି। ଏବେ ପ୍ରିୟଙ୍କା ଶୁଟିଂରୁ ବିରତି ନେଇ ଝିଅ ମାଳତୀଙ୍କ ସହ ଛୁଟି କାଟୁଛନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ଛୁଟି କାଟୁଥିବା ବେଳର ୨ଟି ଫଟୋ ସେ ଶେୟାର କରିଛନ୍ତି। ଗୋଟିଏ ଫଟୋରେ ସେ ଝିଅକୁ କୋଳରେ ଧରିଥିବାବେଳେ ଅନ୍ୟ ଏକ ଫଟୋରେ ଝିଅର ପାଦ ତାଙ୍କ ମୁହଁ ଉପରେ ରହିଛି। ଏହି ଫଟୋ ଶେୟାର କରି ପ୍ରିୟଙ୍କା ଲେଖିଛନ୍ତି, ପ୍ରେମ ପରି କିଛି ନାହିଁ।
ପ୍ରିୟଙ୍କା ଚୋପ୍ରା ଏବଂ ନିକ ଜୋନାସ ଚଳିତ ବର୍ଷ ଜାନୁୟାରୀରେ ସରୋଗେସି ମାଧ୍ୟମରେ ମାତାପିତା ହୋଇଛନ୍ତି। ଉଭୟ ୨୦୧୮ରେ ଯୋଧପୁରର ବିବାହ କରିଥିଲେ।
ପ୍ରିୟଙ୍କା ଚୋପ୍ରା ଖୁବ ଶୀଘ୍ର ହଲିଉଡ ଫିଲ୍ମ ‘ଇଟସ ଅଲ କମ ବ୍ୟାକ ଟୁ ମି’ରେ ନଜର ଆସିବେ। ଏଥିସହ ତାଙ୍କୁ ଖୁବଶୀଘ୍ର ବଲିଉଡ ୱେବ ସିରିଜ ସିଟାଡେଲରେ ଦେଖିବାକୁ ମିଳିବ। ଏହାର ଶୁଟିଂ ସେ ଶେଷ କରିଛନ୍ତି।

 

View this post on Instagram

 

A post shared by Priyanka (@priyankachopra)


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣରୁ ଦୀପିକାଙ୍କଠାରୁ ଦୂରେଇ ଯାଇଥିଲେ ଧୋନୀ

ବଲିଉଡ୍‌ ଏବଂ ଖେଳ ଜଗତ ମଧ୍ୟରେ ବହୁ ପୁରୁଣା ସମ୍ପର୍କ ରହିଛି। ଅନେକ କ୍ରିକେଟ୍‌ର୍‌ ବଲିଉଡ୍‌ ଅଭିନେତ୍ରୀଙ୍କ ପ୍ରେମରେ ପଡିଛନ୍ତି। କିଛି ପ୍ରେମ ସମ୍ପର୍କ ବିବାହରେ...

ଭଲ ଚରିତ୍ର ଆଶାରେ ଅଭିନୟଠାରୁ ଦୂରେଇ ଯାଇଥିଲେ ଏହି ଅଭିନେତା

ବଲିଉଡ୍‌ର ଚକୋଲେଟ ହିରୋ ଭାବେ ପରିଚିତ ଚନ୍ଦ୍ରଚୁଡ଼ ସିଂହ ୧୯୯୬ରେ ଫିଲ୍ମ ‘ତେରେ ମେରେ ସପ୍‌ନେ’ ମାଧ୍ୟମରେ ଫିଲ୍ମ ଇଣ୍ଡଷ୍ଟ୍ରିରେ କ୍ୟାରିୟର ଆରମ୍ଭ କରିଥିଲେ। ହେଲେ...

ବିବାହର ପ୍ରଥମ ରାତିରୁ ସ୍ତ୍ରୀ ଟ୍ବିଙ୍କଲଙ୍କ ବିଷୟରେ ଏହି କଥା ଜାଣିପାରିଥିଲେ ଅକ୍ଷୟ କୁମାର

ମହାମାରୀ କରୋନା ସମୟରେ ବଲିଉଡ୍‌ କଳାକାରଙ୍କ ଫଟୋ, ଭିଡିଓ ଏବଂ କାହାଣୀ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାରି ମଧ୍ୟରେ ଖିଲାଡି ହିରୋ ଅକ୍ଷୟ...

କରୀନାଙ୍କ ପୁସ୍ତକକୁ ନେଇ ତେଜିଲା ବିବାଦ

ଜବଲପୁର,୨୦।୭: ବଲିଉଡ୍‌ ବେବୋ କରୀନା କପୁର ଖାଁ ନିକଟରେ ନିଜର ଗର୍ଭବତୀ ସମୟର ଅନୁଭୂତି ବିଷୟରେ ଏକ ପୁସ୍ତକ ଲେଖିଥିଲେ। ଯାହାକୁ ନେଇ ଏବେ ବିବାଦ...

ଲକ୍‌ଡାଉନ୍‌ ପାଇଁ ଅଟକିଥିଲା ତେଲୁଗୁ ହିରୋ ନିତିନଙ୍କ ବିବାହ: ହୋଇପାରେ ଜୁଲାଇ ଶେଷ ସୁଦ୍ଧା

ଟଲିଉଡ ତାରକା ନିତିନ୍‌ ଏବଂ ଶାଲିନିଙ୍କ ବିବାହ ଖବର କିଛି ଦିନ ଧରି ଚର୍ଚ୍ଚାରେ ରହିଆସୁଛି। ଫେବୃୟାରୀରେ ଦୁହିଁଙ୍କ ନିର୍ବନ୍ଧ ହୋଇଥିବା ବେଳେ ଏପ୍ରିଲରେ ବିବାହ...

୬୫ ବର୍ଷରେ ପାଦ ଦେଲେ ଅନିଲ

ମୁମ୍ବାଇ: ବୟସ ଯାହାଙ୍କ ପାଇଁ କେବଳ ଏକ ନମ୍ବର । ସେ ହେଉଛନ୍ତି ବଲିଉଡର ମୋଷ୍ଟ ଟ୍ୟାଲେଣ୍ଟେଡ ଏଭରଗ୍ରୀନ୍ ନାୟକ ଅନିଲ କପୁର । ୬୫...

‘ଗୁଞ୍ଜନ ସକ୍ସେନା-ଦି କାର୍‌ଗିଲ ଗର୍ଲ’ରେ ଜାହ୍ନବୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜାହ୍ନବୀ କପୁର ‘ଗୁଞ୍ଜନ ସକ୍ସେନା-ଦି କାର୍‌ଗିଲ ଗର୍ଲ’ରେ ମୁଖ୍ୟ ଚରିତ୍ରରେ ଅଭିନୟ କରିବାକୁ ଯାଉଛନ୍ତି। କାର୍‌ଗିଲ ଯୁଦ୍ଧରେ ସାମିଲ ହୋଇଥିବା ଭାରତୀୟ...

ଏହି ଅଭିନେତାଙ୍କର ଥିଲେ ୨୫ ଗର୍ଲଫ୍ରେଣ୍ଡ, ଶେଷରେ ଆଉ ଜଣଙ୍କ ସହ ପଡ଼ିଥିଲା ହାତଗଣ୍ଠି

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ପ୍ରେମ କାହାଣୀ ଅଛି। ଯାହା ଲୋକଙ୍କ ପାଇଁ ଏକ ଉଦାହରଣ। ପ୍ରଥମ ଦେଖାରେ ପ୍ରେମ ପରେ ବିବାହ। ଏହା...

Advertisement
Archives

Model This Week