ପ୍ରିୟଙ୍କା ଚୋପ୍ରାଙ୍କ ଘରକୁ ଆସିଲେ ନୂଆ ଅତିଥି, ଫଟୋ ଶେୟାର କରି ଜଣାଇଲେ ପ୍ରଶଂସକଙ୍କୁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ଘରକୁ ଏବେ ନୂଆ ଅତିଥି ଆସିଛନ୍ତି। ଏନେଇ ପ୍ରିୟଙ୍କା ଫଟୋ ଶେୟାର କରି ତାଙ୍କ ଫ୍ୟାନ୍‌ମାନଙ୍କୁ ଜଣାଇଛନ୍ତି। ଅସଲ କଥା ହେଲା ପୂର୍ବରୁ ପ୍ରିୟଙ୍କାଙ୍କର ଦୁଇଟି କୁକୁର ଜିନୋ ଏବଂ ଡାଏନା ଥିଲେ। ବର୍ତ୍ତମାନ ସେ ପାଣ୍ଡାକୁ ଘରକୁ ଆଣିଛନ୍ତି। ପ୍ରିୟଙ୍କା ନିକ୍‌ ଏବଂ ତାଙ୍କର ସମସ୍ତ କୁକୁରଙ୍କ ସହ ଏକ ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, ଏହା ଆମ ନୂଆ ପରିବାରର ଫଟୋ। ଆମେ କିଛି ସପ୍ତାହ ପୂର୍ବରୁ ଏହି ଛୁଟ୍‌କୁ‌କୁ ଗ୍ରହଣ କରିଥିଲୁ। ଯାହା ଦୀର୍ଘଦିନ ଧରି ରହିବ। ଆମେ ଠିକ୍‌ରେ ଜାଣିନାହୁଁ କିନ୍ତୁ ଏହା ହସ୍କି ଏବଂ ଅଷ୍ଟ୍ରେଲିିଆ ଶେପାର୍ଡର ମିଶ୍ରଣ ବୋଲି ମନେ ହୁଏ। ତା’ ଆଖି ଏବଂ କାନକୁ ଦେଖ।


ବର୍ତ୍ତମାନ ପ୍ରିୟଙ୍କାଙ୍କ ନିକଟରେ ତିନୋଟି କୁକୁର ଅଛନ୍ତି। ପ୍ରଥମଟି ହେଉଛି ଡାଏନା, ଯାହା ଆମେରିକାରୁ ପ୍ରିୟଙ୍କା ଗ୍ରହଣ କରିଥିଲେ। ଦ୍ୱିତୀୟଟି ଜର୍ମାନ ଶେପାର୍ଡ କୁକୁର ଜିନୋ, ଯାହାକୁ ପ୍ରିୟଙ୍କା ନିକ୍‌ ଜୋନାସ୍‌ଙ୍କ ୨୬ ତମ ଜନ୍ମଦିନ ଉପହାର ଭାବରେ ଆଣିଥିଲେ। ବର୍ତ୍ତମାନ ପାଣ୍ଡା। ପ୍ରିୟଙ୍କା ଏବଂ ନିକ୍‌ ପାଣ୍ଡାଙ୍କୁ ହଲିଉଡ୍‌ ହସ୍କିରୁ ଗ୍ରହଣ କରିଛନ୍ତି। ଏହି ସଂସ୍ଥା ହସ୍କି ଏବଂ ମିକ୍ସ ବ୍ରିଡ୍‌ର କୁକୁରମାନଙ୍କୁ ବଞ୍ଚାଇବା ପାଇଁ କାର୍ଯ୍ୟ କରୁଛି। ପ୍ରିୟଙ୍କା ମଧ୍ୟ ତାଙ୍କ ପୋଷ୍ଟରେ ଏହି ସଂସ୍ଥାକୁ ଟ୍ୟାଗ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ

ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ,…

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri